-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ନବନିର୍ମିତ ବୁଢିମା ମନ୍ଦିର ର ପ୍ରତିଷ୍ଠା ମହୋତ୍ସବ ପାଇଁ  ପ୍ରସ୍ତୁତି ଆରମ୍ଭ: ୨୧ତାରିଖ ରୁ ୨୫ତାରିଖ ଯାଏ ମହା ସମାରୋହ ରେ ପାଳନ ହେବ ପ୍ରତିଷ୍ଠା ଉତ୍ସବ

15-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସହରର ଢେରାପଡା ଠାରେ ସଂପୂର୍ଣ୍ଣ ଦକ୍ଷିଣଭାରତୀୟ ଢାଞ୍ଚା ରେ ନୂତନଭାବେ ନିର୍ମିତ ମାଁ ବୁଢିମା ଙ୍କର ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ୨୧ତାରିଖ ଠାରୁ ୨୫ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାଧ୍ୟମରେ  ମହା ସମାରୋହ ରେ ପାଳନ କରାଯିବ

 ଏଥି ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଗତ କାଲି ସନ୍ଧ୍ୟାରେ ଢେରାପଡା ସ୍ଥିତ ବୁଢିମା ଯୁବକ ସଂଘ ଠାରେ ଏକ ଖବରଦାତା ସମ୍ମିଳନୀରେ କମିଟି ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ର ସୂଚନା ପ୍ରଦାନ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମାଙ୍ଗଳିକ,ବାସୁଦେବ ପୂଜା ତଥା ଦେବନିମନ୍ତ୍ରଣ, ଭୂମିପୂଜା,ନୃସିଂହ ଯଜ୍ଞ, ବାରାହ ଓ କୃମ ଅନନ୍ତ ପୂଜାନ୍ତେ ଯଜ୍ଞଧ୍ୱଜା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ରି ଥିବାବେଳେ ଅଙ୍କୁରାରୋପଣ,ଶୁକ୍ଲ ଦ୍ୱିତୀୟା ରବିବାର ୨୧ତାରିଖରେ କଳସାଧିବାସ ଓ ମଣ୍ଡଳବିଧାନ ସହ କଳସାନୟନ,ମଣ୍ଡପ ପୂଜାବିଧାନ ଚତୁର୍ଥୀ ଲଗ୍ନେ ଶାଖାମୂର୍ତ୍ତୀ ମହାସ୍ନାନ, ଶୁକ୍ଲପଞ୍ଚମୀ ରେ ମନ୍ଦିର ଅଧ ଉର୍ଦ୍ଧ୍ବ ଶୋଧନସହିତ ଦେବ ଦେବ ମହାଦେବ ଲିଙ୍ଗ ଓ ପାର୍ଶ୍ୱଦେବତା ମନ୍ଦିରେ ସ୍ଥାପନ ଓ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହେବ l ୨୫ତାରିଖ ଜ୍ୟେଷ୍ଠ ଶୁକ୍ଲ ଷଷ୍ଠୀ ଗୁରୁବାର ପୂର୍ଣ୍ଣ।ହୂତି ପୂର୍ବକ ମାଁ ବୁଢିମା ଠାକୁରାଣୀଙ୍କ ମନ୍ଦିର ବିଜେ କାର୍ଯ୍ୟକ୍ରମ ରହିଛି l ପ୍ରକାଶ ଯୋଗ୍ୟଯେ ସଂପୂର୍ଣ୍ଣ ଦକ୍ଷୀଣ ଭାରତୀୟ ଢାଞ୍ଚାରେ ନିର୍ମିତ ଏହି ମନ୍ଦିର ନିର୍ମାଣ ରେ ପ୍ରାୟ ୫୦ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟ ହୋଇଥିବାବେଳେ ଏହା ମନ୍ଦିର ମାଳିନୀ ସୁବର୍ଣ୍ଣପୁର କୁ ଆସୁଥିବା ପର୍ଯ୍ୟଟକ ଙ୍କୁ ବହୁମାତ୍ରାରେ ଆକୃଷ୍ଟ କରିବ ବୋଲି କମିଟି ପକ୍ଷରୁ  ଆଶା ବ୍ୟକ୍ତ କରାଯାଇଛି l ଏହି ଅବସରରେ ପ୍ରତିସଂଧ୍ୟାରେ ସୁନ୍ଦରାକାଣ୍ଡ,ଭଜନ ସଂଧ୍ୟା ସହ ଅନେକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି ଏବଂ ଦୁଇଦିନ ଧରି ଶ୍ରଦ୍ଧାଳୁ ଙ୍କପାଇଁ ସାମୁହିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ଆଜିର ଏହି ଖବରଦାତା ସମ୍ମିଳନୀରେ ମନ୍ଦିର ନିର୍ମାଣ କମିଟି ର ସଂପାଦକ ଜନ୍ମେଜୟ ପାତ୍ର,ଉପସଭାପତି ବି.ସତ୍ୟନାରାୟଣ ରାଓ, ବୁଢିମା ଯୁବକ ସଂଘ ସଭାପତି ଦିଲ୍ଲୀପ ପାତ୍ର, ବରିଷ୍ଠ ସଭ୍ୟ ଆନନ୍ଦ ପାତ୍ର, କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ପାତ୍ର ଓ କାଉନସିଲର ରାଜକିଶୋର ରାଓ  ତଥା ପଡାର ଅନେକ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like