-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଚନ୍ଦ୍ରିକା ସେବା ଟ୍ରଷ୍ଟ ପକ୍ଷରୁ ରୋଗୀ ସହାୟକଙ୍କୁ ମାଗଣା ରନ୍ଧା ଖାଦ୍ୟ ପ୍ରଦାନ

15-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ  ସହାୟକ ମାନଙ୍କୁ ମାଗଣା ରନ୍ଧା ଖାଦ୍ୟ  ସେବା କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି।ସହରର ଚନ୍ଦ୍ରିକା ସେବା ଟ୍ରଷ୍ଟ ଆଜି ଠାରୁ ପ୍ରତି ରବିବାର ଦିନ ରୋଗୀଙ୍କ ସମ୍ପର୍କୀୟ ମାନଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷି ଅଧିକ୍ଷକ ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ମାଗଣା ଖାଦ୍ୟ ପ୍ରଦାନ କାର୍ଯ୍ୟକ୍ରମର  ଶୁଭ ଉଦ୍ଘାଟନ କରିଛନ୍ତି। ମେଡିକାଲ ଅଧିକ୍ଷକ ଡା ଦୁର୍ଗାଦତ୍ତ ଦାସ ପ୍ରମୁଖ ଅତିଥିଭାବେ ଯୋଗ ଦେଇ ଚନ୍ଦ୍ରିକା ସେବା ଟ୍ରଷ୍ଟର ଏହି ମାଗଣା ଖାଦ୍ୟ ସେବା କାର୍ଯ୍ୟକ୍ରମ ପାଇଁ ପ୍ରଶଂସା କରିଛନ୍ତି। ରବିବାର ଦିନ ଆହାର କେନ୍ଦ୍ର ବନ୍ଦ ରହୁଥିବାରୁ ରୋଗିଙ୍କ ସମ୍ପର୍କୀୟମାନେ ଖାଇବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ବୁଖିନ ହେଉଥିଲେ।ରୋଗୀଙ୍କ ସମ୍ପର୍କୀୟ ମାନଙ୍କୁ ବାହାର ବଜ଼ାରରୁ ଅଧିକ ମୂଲ୍ୟରେ ରନ୍ଧା ଖାଦ୍ୟ କିଣିବାକୁ ପଡୁଥିଲା।ଚିକିତ୍ସାଳୟ ପରିସରରେ ଏଭଳି ଏକ କାର୍ଯ୍ୟକ୍ରମ ରୋଗୀଙ୍କ ସମ୍ପର୍କୀୟଙ୍କ ଖାଦ୍ୟ ଚିନ୍ତାକୁ ଦୂର କରି ପାରିଛି ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ କହିଛନ୍ତି।ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ଭିତରେ ଟାଉନଥାନା ଅଧିକାରୀ କୃଷ୍ଣଚନ୍ଦ୍ର ମେହେର,ଆର ଆଇ ପ୍ରଦ୍ୟୁମ୍ନ ପଟେଲ,ସମାଜସେବୀ ଶ୍ରୀବଛ ମଲ୍ଲିକ, ପ୍ରମୁଖ ନିଜେ ଖାଦ୍ୟ ଖାଇ ଖାଦ୍ୟର ମାନ ଯାଞ୍ଚ କରିବା ସହ ଖାଦ୍ୟ କୁ ଖୁବ ପ୍ରଶଂସା କରିଛନ୍ତି।ଏହି ଅବସରରେ ଷ୍ଟ୍ରଟ କର୍ମକର୍ତ୍ତା ଙ୍କ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ଯୋଗ ଦେଇଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like