-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବିଜେପି ପକ୍ଷରୁ ବୁଥ୍ ସ୍ତରୀୟ କର୍ମୀ ମାନଙ୍କୁ ନେଇ ସମ୍ମିଳନୀ , ବୁଥ୍ କମିଟି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ

15-May-2023



ବଲାଙ୍ଗିର (ଦେବାଶିଷ ବହିଦାର ): ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଚୁଡlପାଲି ଠାରେ ଆଜି ସକାଳେ ଭାରତୀୟ ଜନତା ପାର୍ଟି ତରଫରୁ ପଞ୍ଚାୟତସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଅତିଥି ଭାବେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଯୋଗଦେଇ କର୍ମୀ ମାନଙ୍କୁ ଉତ୍ସାହିତ କରି ଥିଲେ l  ତୃଣମୂଳସ୍ତରରେ

ବିଜେପି କୁ ସୁଦୃଢ କରି ସମସ୍ତେ କାମ କରିବାକୁ ସାଂସଦ ଶ୍ରୀମତୀ ସିଂଦେଓ ଆହ୍ଵାନ ଦେଇଥିଲେ l ଏହି ଅବସରରେ ବିଜେପି ର 'ମୋ ବୁଥ୍ କାର୍ଯ୍ୟକ୍ରମ' କୁ ତ୍ୱରାନ୍ୱିତ କରିବା ପାଇଁ କର୍ମୀ ମାନଙ୍କୁ ଅନୁରୋଧ କରାଯାଇଥିଲା l   ପ୍ରତ୍ୟେକ ବୁଥ୍ ରୁ  ୩୦ ଜଣ ସଭ୍ଯଙ୍କୁ ନେଇ ବୁଥ୍ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି l ଏହି ସମ୍ମିଳନୀରେ ବିଜେପି ପ୍ରଭାରୀ ଶିବଦତ୍ତ ମିଶ୍ର, ବଲାଙ୍ଗିର ସାଂସଦଙ୍କ ନୋମିନୀ ପିତାମ୍ବର ଖମାରୀ, ମଣ୍ଡଳ ସଭାପତି ନରେଶ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like