-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଏଥଲେଟିକ ଏସୋସିଏସନ ଝାରମୁଣ୍ଡା ଠାରେ ୩୨ ତମ ପ୍ରତିଷ୍ଠା ଦିବସ ସମାରୋହ-୨୦୨୩ କାର୍ଯ୍ୟକ୍ରମ ପାଳିତ

16-May-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଏଥଲେଟିକ ଏସୋସିଏସନ ଝାରମୁଣ୍ଡା ୩୨ତମ ପ୍ରତିଷ୍ଠା ଦିବସ ସମାରୋହ ୨୦୨୩ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି l ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ମେହେରଙ୍କ ସଭାପତିତିତ୍ୱରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦେଇ ଉକ୍ତ ଅନୁଷ୍ଠାନ ସହିତ ଦୀର୍ଘ ଦିନରୁ ଜଡିତ ଥିବା ଅନୁଷ୍ଠାନର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଯେତିକି ସମ୍ଭବ ସହଯୋଗ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ l ସମ୍ମାନିତ ଅତିଥି ଭାବେ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଲୋଇସିଂହା ବିଜେଡି ବ୍ଲକ ସଭାପତି ହୃଦାନନ୍ଦ ବେହେରା, ମୁଖ୍ୟବକ୍ତା ଭାବେ କୋଶଲପ୍ରବାହ ସମ୍ପାଦକ ଆନନ୍ଦ ଚନ୍ଦ୍ର ସାହୁ ଯୋଗଦେଇ ଏଥଲେଟିକ ଏସୋସିଏସନ ଝାରମୁଣ୍ଡା ଦୀର୍ଘ ଦିନରୁ ସଂଗଠିତ ହୋଇ ଆସିଥିବାରୁ ଆଜି ଉନ୍ନତି ପଥରେ ଆଗେଇ ବଢ଼ି ଚାଲିଛି ଏଣୁ ସମସ୍ତଙ୍କୁ ସଂଗଠିତ ହୋଇ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ l 

ଉପସ୍ଥିତ ଜିଲ୍ଲା ପରିଷଦ ସଭ୍ୟା ଜୋନ ୩୩ ର ଲିଳିମା ବେହେରା, ଜୋନ ୩୩ର ସଂଯୁକ୍ତା ବରିହା, ବୁଢ଼ୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ, ବାଦିମୁଣ୍ଡା ସରପଞ୍ଚ କିରନ ସାହୁ, ପୂର୍ବତନ ଝାରମୁଣ୍ଡା ସରପଞ୍ଚ ସୁନିଲ ଅଗ୍ରୱାଲ, ଲୋଇସିଂହା ସାମ୍ବାଦିକ ସରୋଜ ବିଶ୍ୱାଳ କନକ ନିୟୁଜ, ବିମଳ ହୋତା ସମ୍ବାଦ, ସାରଙ୍ଗ ଭୋଇ ସମାଜ, ସୁଶାନ୍ତ ବାରିକ ଧରିତ୍ରୀ, ମହେଶ କର ମହକ ନିୟୁଜ, ବିନୋଦ ଦୀପ ପ୍ରେରଣା ନିୟୁଜ ପ୍ରମୁଖ ଉପସ୍ଥିତ ଥିଲେ l ଉପସ୍ଥିତ ସମସ୍ତ ସାମ୍ବାଦିକ ମାନଙ୍କୁ ମୁଖ୍ୟଅତିଥିଙ୍କ ଦ୍ୱାରା ସମ୍ମାନିତ କରାଯିବା ସହିତ ଅତିଥି ମାନଙ୍କୁ ସ୍ମୃତି ଉପହାର, ଅସହାୟ ବୃଦ୍ଧବୃଦ୍ଧାଙ୍କୁ ବସ୍ତ୍ର ପ୍ରଦାନ ସହ ସଫଳ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like