-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ଏସ୍ .ସି, ମୋର୍ଚ୍ଚାର କାର୍ଯାକାରିଣୀ ବୈଠକ ଅନୁଷ୍ଠିତ 

16-May-2023



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜ଼ିଲ୍ଲା ଭାରତୀୟ ଜନତା ପାର୍ଟି ର ଅନୁସୂଚିତ ଜାତି (ଏସ୍ .ସି ) ମୋର୍ଚ୍ଚlର ପ୍ରଥମ ଜ଼ିଲ୍ଲା କାର୍ଯ୍ୟକାରିଣୀ ବୈଠକ ବଲାଙ୍ଗୀର  ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇ ଯାଇଛି I

 ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି (ଏସ୍ .ସି) ମୋର୍ଚ୍ଚlର ଜ଼ିଲ୍ଲା ସଭାପତି ଦଶମୁ ସୁନାକରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକାରିଣୀ ବୈଠକରେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବା ସହ କେନ୍ଦ୍ର ସରକାର ଦଳିତ ମାନଙ୍କ ପାଇଁ କିପରି ବିଭିନ୍ନ ଯୋଜନା କରା ଯିବ ସହ ବିକାଶ ଦିଗରେ ମୋଦି ସରକାରରେ ୯ ଜଣ ଦଳିତଙ୍କୁ  ମନ୍ତ୍ରୀ ରୂପେ ଦାୟିତ୍ୱ ଦିଆଯାଇଛି,  ସେ ଉପରେ ଉଦବୋଧନ ଦେଇଥିଲେ  l
 ଅନ୍ୟତମ ଅତିଥି ଭାବରେ ମହିଳା ମୋର୍ଚ୍ଚାର ଜ଼ିଲ୍ଲା ସଭାପତି  ପଙ୍କଜିନୀ ପଣ୍ଡା, କୃଷକ ମୋର୍ଚ୍ଚାର ଜ଼ିଲ୍ଲା ସଭାପତି ମାଧବ ସାଏ, ଜ଼ିଲ୍ଲା ପାରିଷଦ ସଭ୍ୟ ଶିବଦତ୍ତ ମିଶ୍ର, ମହିଳା ନେତ୍ରୀ ଆରତୀ ଗୁରୁ, ଧୂବଲେଶ୍ଵର ଲୁହା, ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକାରିଣୀ ଉଦେଶ୍ୟ, ଦଳିତ ବିକାଶ, ୨୪ ବର୍ଷ ବିଜୁ ଜନତା ଦଳ ସରକାରରେ ହରିଜନ ଓ ଆଦିବାସୀ ପ୍ରତି ଅବହେଲା ସହ ଜ଼ିଲ୍ଲାରେ ଦାଦନ ସମସ୍ୟା ଉପରେ ଆଲୋକପାତ  କରିଥିଲେ I
      ଏହି କାର୍ଯ୍ୟକ୍ରରେ ବଲାଙ୍ଗୀର ଜ଼ିଲ୍ଲାର ୧୪ ଗୋଟି ବ୍ଲକ ଓ ପୌରପାଳିକାର  କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଥିଲେ I ଉକ୍ତ କାର୍ଯ୍ୟକାରିଣୀରେ ଆଗାମୀ ଦିନରେ କେନ୍ଦ୍ର ସରକାରଙ୍କ ଜନହିତକର ଯୋଜନା ଗୁଡିକ ପ୍ରତେକ ପରିବାର ପାଖକୁ ପହଁଚିଵା ଉପରେ ନିଷ୍ପତି ଗ୍ରହଣ କରା ଯାଇଥିଲା l ବଲାଙ୍ଗୀର ଜ଼ିଲ୍ଲା ସାଧାରଣ ସମ୍ପାଦକ ଶ୍ରୀବତ୍ସ ବେହେରାଙ୍କ ସଂଯୋଜନା ରେ ଦୀନେଶ ଶର୍ମା, ସଂଜୁ ନାୟକ, ସୌଦାମିନୀ ମିଶ୍ର ଗୁଳାପି ତରିଆ, ରାଜକୁମାର କଲେତ, ଘନଶ୍ୟାମ ନନ୍ଦ. ନବୀନ ନନ୍ଦ, ରଶ୍ମି ରେଖା ଦାନୀ ପ୍ରମୁଖ ସହଯୋଗ କରିଥିଲେ l ଏସ, ସି ମୋର୍ଚାର ର ଜ଼ିଲ୍ଲା ସାଧାରଣ ସମ୍ପାଦକ ପ୍ରେମାନନ୍ଦ ବାଗ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like