-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ଆନୁକୂଲ୍ୟରେ  ଜିଲ୍ଲା ସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ – ଡେଙ୍ଗୁ ରୋଗ କୁ ପ୍ରତିରୋଧ ପାଇଁ ଜନସଚେତନତା ଉପରେ ଗୁରୁତ୍ଵାରୋପ  

16-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ଆନୁକୁଲ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସରେ ଡାକ୍ତର ମହନ୍ତ ଉଦବୋଧନ ଦେଇ ସ୍ଵଚ୍ଛ ପରିବେଶ ,ନିୟମିତ ମଶାରୀ ବ୍ୟବହାର ଏବଂ ଲକ୍ଷଣ ଦେଖାଦେବା ସଙ୍ଗେ ସଙ୍ଗେ ପରୀକ୍ଷା ଓ ଚିକିତ୍ସା ଦ୍ଵାରା ଡେଙ୍ଗୁ କବଳରୁ ଆମେ ନିଜକୁ ସୁରକ୍ଷିତ ରଖିପାରିବା ବୋଲି ମତବ୍ୟକ୍ତ କରିଥିଲେ । ଏହି ରୋଗର ପରୀକ୍ଷା ବିନା ମୂଲ୍ୟ ରେ ସରକାରୀ ମୁଖ୍ୟ ଚିକିତ୍ସାଲୟ ରେ ଉପଲବ୍ଧ ଅଛି ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦିବ୍ୟ କିଶୋର ପତି ଏହି ସଭାରେ ଉପସ୍ଥିତ ରହି ଦିବସ ପାଳନର ତାତ୍ପର୍ଜ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିବା ସହ ଜନସଚେତନତା ଦ୍ଵାରା ଏହି ରୋଗ କୁ ପ୍ରତିରୋଧ କରାଯାଇପାରିବ ବୋଲି ପ୍ରକାଶ କରିଥିଲେ । ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ ) ନମୀତା ମିଶ୍ର ଡେଙ୍ଗୁ ରୋଗର ଲକ୍ଷଣ ,ପରୀକ୍ଷା ଓ ଚିକିତ୍ସା ,ଡେଙ୍ଗୁ ର ପ୍ରକାର ,ଏହା କିପରି ବ୍ୟାପେ ଆଦି ସମ୍ପର୍କରେ ଆଲୋଚନା କରିବା ସହ ପାଣି ଜମିରହୁଥିବା ସ୍ଥାନ ,ପୁରୁଣା ଟାୟାର ,ଫୁଲଦାନି ,ଏୟାର କୁଲର ଇତ୍ୟାଦି କୁ ନିୟମିତ ସଫା ସୁତୁରା ରଖିବା ଦ୍ଵାରା ଡେଙ୍ଗୁ ରୋଗ କୁ ପ୍ରତିରୋଧ କରାଯାଇପାରିବ ବୋଲି ପ୍ରକାଶ କରିଥିଲେ । ଏହି ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା ) ଡାକ୍ତର ସିଦ୍ଧେଶ୍ଵର ମାଝୀ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ ) ଡାକ୍ତର ସୁଧା ବାର୍ଲା ,ଡାକ୍ତର ତୁଷାରକାନ୍ତ ଠାକୁର , ସମ୍ପୃକ୍ତ ବିଭିନ୍ନ ବିଭାଗର

ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ସଭାରେ ଜିଲ୍ଲା ଭେକ୍ଟର ବାହିତ ରୋଗ ପରାମର୍ଶଦାତା ସୁରେଶ ସ୍ଵାଇଁ ଜିଲ୍ଲାରେ ଡେଙ୍ଗୁ ରୋଗର ସ୍ଥିତି ଓ ଏହାର ନିୟନ୍ତ୍ରଣ ସକାଶେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ ସଭାରେ ସ୍ଵାଗତ  ବକ୍ତବ୍ୟ ପ୍ରଦାନ କରିବା ସହ ସଭା ପରିଚାଳନା କରିଥିଲେ । ଶେଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଋତାଞ୍ଜଳି ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ,ଜାତୀୟ ସ୍ୱାସ୍ଥ୍ୟ ମିଶନ ର କର୍ମଚାରୀ ଓ ଆଶା କର୍ମୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like