-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ମୁଥାଇ ଚମ୍ପିଆନସିପ ର ଛଅ ଜଣ ମେଡାଲ ବିଜେତା ଙ୍କୁ ସୁବର୍ଣ୍ଣପୁର ରେ ଦିଆଗଲା ସ୍ୱାଗତ ସମ୍ବର୍ଦ୍ଧନା

17-May-2023



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)   
  ଆର୍ଟ ଟେମ୍ପୁଲ ସୋନପୁର କରେଟା ସ୍କୁଲ ତରଫରୁ ଓଡିଶା ମୁଥେଇ ଥାଲ୍ ବକ୍ସି ରେ  ଛଅ ଜଣିଆ ଖେଳାଳୀ  ରାୟଗଡ଼ା ରାଜ୍ୟସ୍ତରିୟ ଚମ୍ପିୟାନଶିପ ରେ ଭାଗ ନେଇ ସମସ୍ତ ଖେଳାଳୀ ମେଡାଲ ବିଜେତା ହୋଇ ଛନ୍ତି । ସେମାନେ ହେଲେ ସିନିୟର୍ ବର୍ଗ ଓ ଜୁନିୟର ବର୍ଗ ର  ନୀଳାଦ୍ରି ପାତ୍ର (ସ୍ଵର୍ଣ୍ଣ ପଦକ), ଅଜିତ ଗିରି (ରୋପ୍ୟା ପଦକ) ମିଳନ ସାହୁ (ରୋପ୍ୟ ପଦକ) ରାଜା ସାହୁ, ରୋପ୍ୟ ପଦକ, ସଂଗ୍ରାମ ମେହେର(, କଂ।ଶ୍ୟ ପଦକ) ଶାଶ୍ଵତ ଡ।ଙ୍ଗ ,ରୋପ୍ୟ ପଦକ 
କୋଚ ସୁରଜ୍ ପୁଝାରୀ l ରାଜ୍ୟ ସ୍ତରିୟ ପ୍ରତିଯୋଗିତା ରେ ଉନ୍ନତ ପ୍ରଦର୍ଶନ କରି ଜାତୀୟ ସ୍ତର ସକାଶେ  ଆଗାମୀ ଦିନରେ ଖେଳିବାର ସୁଯୋଗ ପାଇବେ ବୋଲି କୋଚ ସୁରଜ୍ ପୁଝାରୀ  ମତ ରଖି ଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣି ସ୍ଵେଚ୍ଛାସେବୀ ଅନୁଷ୍ଠାନ ସ୍ୱଚ୍ଛ ଭାରତ ସଂଗଠନ, ପତଞ୍ଜଳି ଯୁବ ଭାରତ, ମାର୍ଚେଣ୍ଟ ଏସୋସିଏସନ, ଜିଲ୍ଲା ରକ୍ତଦାତା ସେବା ସଂଘ ଓ ଫରେଷ୍ଟ ପାର୍କ ମର୍ନିଙ୍ଗ ୱାକର ଟିମ୍,  କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ସଂଘ ପକ୍ଷରୁ ଆଜି ସୁବର୍ଣ୍ଣପୁର ଫରେଷ୍ଟ ପାର୍କ ଠାରେ ବିପୁଳ ସ୍ୱାଗତ ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା l  ଏହି କାର୍ଯ୍ୟକ୍ରମ ରେ ଅତିଥି ଭାବେ ଇଂ. ଶ୍ରୀ ତିରୁପତି ପାତ୍ର, ମାର୍ଚେଣ୍ଟ ଏସୋସିଏସନ ସଭାପତି ଧୀରେନ୍ଦ୍ର ପଟ୍ଟନାୟକ, ଯୁବ ନେତା ଆନନ୍ଦ ପାତ୍ର, ଡ୍ରଗିଷ୍ଟ କେମିଷ୍ଟ ସଂଘ ସଭାପତି ଉମେଶ କୁମାର ସାହୁ, ସମାଜସେବୀ ଶ୍ରୀବନ୍ତ ମିଶ୍ର, ଅକ୍ଷୟ ପାତ୍ର ଯୋଗ ଦେଇ ଖେଳାଳୀ ମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରି ଆଗାମୀ 25 ତାରିଖ ରେ ଚେନ୍ନାଇ ରେ ହେଵାକୁ ଜାତୀୟ ସ୍ତର ର କରାଟେ ପ୍ରତିଯୋଗିତା ରେ ସଫଳତା ପାଇଁ  ଶୁଭେଛା ପ୍ରଦାନ କରିଛନ୍ତି। ସଭା କୁ ସମାଜସେବୀ ମନୋଜ ପଣ୍ଡା, ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଫରେଷ୍ଟ ପାର୍କ ର ଅନେକ ମହିଳା ପୁରୁଷ ମର୍ନିଙ୍ଗ ୱାକର ଯୋଗ ଦେଇ ଖେଳାଳୀ ଙ୍କୁ ଶୁଭେଚ୍ଛା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026

You Might Also Like