-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ସ୍ଵଚ୍ଛତା ପକ୍ଷ ପାଳିତ

18-May-2023



 ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସକାଳ ୭ ଘଣ୍ଟା ବେଳେ ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟସମିତି ତରଫରୁ ସ୍ୱଚ୍ଛ ଭାରତ ସଂଗଠନ ର ମିଳିତ ସହଯୋଗ ରେ  ସ୍ୱଚ୍ଛତା ପକ୍ଷ ପାଳନ  ହୋଇଯାଇଛି l ସକାଳ  ୬ ଟା ରେ ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନସ୍ୱାସ୍ଥ୍ୟ  ଅଧିକରୀ  ଡା. ବିଶ୍ୱରଂଜନ ପତି  ନିଜେ ଝାଡୁ ଧରି  ଏହି ଅବସର ରେ ଏକ ସ୍ୱଛତା ଶିବିର କୁ ଶୁଭ ଉଦଘାଟନ କରି ସମସ୍ତ ଅଧିକାରୀ ଓ ସ୍ବେଛାସେବୀଙ୍କ ସହ ହସ୍ପିଟାଲ ପରିସର ରେ ଏକ ମେଗା ସଫେଇ ଅଭିଯାନ ରେ ସାମିଲ ଥିଲେ l ପରେ ପରେ ହସ୍ପିଟାଲ ପରିସରରେ ସିଡିଏମ ଓ ଶ୍ରୀ ପତି ଙ୍କ ଅଧ୍ୟକ୍ଷତା ରେ ଏକ ସଚେତନତା ସଭା  ଅନୁଷ୍ଠିତ ହୋଇଥିଲା l  ପ୍ରଥମେ ଆମେ ନିଜ ଠୁଁ ପରିବର୍ତ୍ତନ ଆରମ୍ଭ କଲେ  ଆମ ସମାଜ କୁ ଦେଶ କୁ ପରିବର୍ତ୍ତନ କରି  ସମଗ୍ର ଦେଶ କୁ ସ୍ୱଚ୍ଛ ସୁନ୍ଦର କରିବା ଓ ଏକ ସୁସ୍ଥ ବାତାବରଣ ତିଆରି କରିପାରବା ବୋଲି ମୁଖ୍ୟ ଅତିଥି ଶ୍ରୀ ପତି ମତ ରଖିଥିଲେ l ମୁଖ୍ୟ ଚିକିତ୍ସାଳୟ ଡା. ଦୁର୍ଗlଦତ୍ତ ଦାଶ,  ଡ଼ି ପି ଏମ  ଏନ ଏଚ ମ ବିଶ୍ୱମ୍ବର ବେହେରା, ହସ୍ପିଟାଲ ମ୍ୟାନେଜେର ଇପସିତା ପ୍ରିୟଦର୍ଶିନୀ,, ଜି କେ ଏସ ମ୍ୟାନେଜେର ହିତେଶ ତ୍ରିପାଠୀ ସ୍ଵଛ ଭାରତ ସଂଘଠନ ସୋନପୁର ମନମୁଣ୍ଡା ର ଉଦ୍ୟୋକ୍ତା ସୟଦ ଅଲିମୁଲ ଇସଲାମ, ଉପ -ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ, କୋଡିନେଟର ମନୋରଞ୍ଜନ ତ୍ରିପାଠୀ, ବରିଷ୍ଠ ସଦସ୍ୟ  ମନୋଜ  ପଣ୍ଡା, ପୋଲିସ ଆର ଆଇ ପ୍ରଦ୍ୟୁମ୍ନ ପଟେଲ ଅତିଥି ଭାବେ ଯୋଗ ଦେଇ ଏହି ଦିବସ ଅବସର ରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ l  ମେଡିକାଲ ର ବିଭିନ୍ନ ଅଧିକାରୀ, ସିନିଅର ସେବିକାଙ୍କ ସହିତ ସ୍ୱଚ୍ଛ ଭାରତ ସଂଗଠନ ର ସମସ୍ତ କର୍ମକର୍ତ୍ତା ଏହି ସଭାରେ ଯୋଗ ଦେଇଥିଲେ l ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସଭା ପରିଚାଳନା କରି ଅତିଥି ସ୍ୱାଗତ କରିଥିବା ବେଳେ   ଡିଇଓ  ନାରାୟଣ ରଥ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା