-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଭିମପାହାଡ ମହୋତ୍ସବରେ ଅନ୍ନଛତ୍ର ପାଇଁ ଜିଲ୍ଲା ଯୁବ କୁଲୁତା ସମାଜର ବୈଠକ

18-May-2023



ବଲାଙ୍ଗିର(ଦେବାଶିଷ ବହିଦାର) ଆଜି ସ୍ଥାନୀୟ ରେଲୱେ ଷ୍ଟେସନ ସ୍ଥିତ କରାଟେ ସ୍କୁଲରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମେ ୧୭ ରୁ ୨୦ ପର୍ଯ୍ୟନ୍ତ ପଶ୍ଚିମ ଓଡିଶା ଅନ୍ୟତମ ପର୍ଯ୍ୟଟନ ସ୍ଥଳି ଭୀମଡୁଙ୍ଗୁରି ଠାରେ ଭୀମ ପାହାଡ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଆସନ୍ତା ୨୦ ତାରିଖ ରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ  ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଏକ ଅନ୍ନଛତ୍ର ଖୋଳାଯିବା ପାଇଁ ସ୍ଥିରିକୃତ ହୋଇଛି । ଏଥି ପାଇଁ ଭୀମପାହାଡ ମହୋତ୍ସବ କମିଟିକୁ ଜଣାଇଦିଆଯାଇଥିବା ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ ସୂଚନା ଦେଇଛନ୍ତି । ଆଜିକାର ଏହି ପ୍ରସ୍ତୁତି ବୈଠକରେ ସଂପାଦକ ଭୁବନେଶ୍ୱର ଭୋଇ, ସହ-ସଂପାଦକ ରୋହିତ ବିଶ୍ୱାଲ, ଉପ- ସଭାପତି ରୋଶନ ପଧାନ ଓ ଜିତେନ୍ଦ୍ର ବିଶ୍ୱାଲ, କୋଷାଧ୍ୟକ୍ଷ ଅମିତ ବାରିକ, ଜିଲ୍ଲା ସଭ୍ୟ ପ୍ରକାଶ ପ୍ରଧାନ, ଅସ୍ମିତ ପ୍ରଧାନ, ଉପେନ୍ଦ୍ର ପ୍ରଧାନ, ସୁଧିର ସା, ମୁକେଶ ପ୍ରଧାନ, ଦିନେଶ ପ୍ରଧାନ, ଗଙ୍ଗାଧର ସା, ବାସୁଦେବ ସାହୁ, ସୁଦାମ ପ୍ରଧାନ, ଝୁନୁ ପ୍ରଧାନ ଓ ଉପଦେଷ୍ଟା ଶ୍ରୀମନ୍ତ ଗଡତ୍ୟା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା