-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଶାନ୍ତିପଡ଼ାରେ ଭଗବାନ ଶ୍ରୀ ହନୁମାନ, ଗଣେଶ ଓ ଶନିଦେବଙ୍କ ମନ୍ଦିର ପ୍ରତିଷ୍ଠା

18-May-2023



ବଲାଙ୍ଗୀର, (ପ୍ରେରଣା ଖବର) ଆଜି ବଲାଙ୍ଗୀର ଜିଲ୍ଲାର ଶାନ୍ତିପଡ଼ାରେ ସ୍ଥାନୀୟ ଟାଇଗର ୟୁଥ କ୍ଲପ ତରଫରୁ ଏକକାଳୀନ ହନୁମାନ ମନ୍ଦିର, ଗଣେଶ ମନ୍ଦିର ଓ ଶନିଦେବ ଙ୍କ ମନ୍ଦିର ପ୍ରତିଷ୍ଠା କରାଯାଇଛି l ଏଥିରେ ପ୍ରମୁଖ ଭାବେ ରମାକାନ୍ତ ପଧାନ, ଦମୟନ୍ତୀ ପଧାନ, ଦେବରାଜ ପଟ୍ଟନାୟକ, ରଂଜିତା ପଟ୍ଟନାୟକ, ଲକ୍ଷ୍ମୀପତି ନାଥ, ଶୋଭାଗିନୀ ନାଥ, ସୁଶାନ୍ତ ଗଡୁଆ, ରାଜେଶ୍ୱରୀ ଗଡୁଆ, ସନ୍ତୋଷ ବରିହା, ଲିଳିମା ବରିହା, ପରମା ସାହୁ, ସରିତା ସାହୁ ପ୍ରମୁଖ ଯଜ୍ଞକର୍ତ୍ତା ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ l ଏହାସହ ସ୍ଥାନୀୟ ସମ୍ମାନିତ ବ୍ୟକ୍ତିମାନେ ଅନ୍ୟାନ୍ୟ କାର୍ଯ୍ୟରେ ସହଯୋଗ କରିଥିଲେ l ସମସ୍ତ ଶ୍ରଦ୍ଧାଳୁ ନିଜର ମନଖୋଲି ମୁକ୍ତ ହସ୍ତରେ ଦାନ ଦକ୍ଷିଣା, ସାହାଯ୍ୟ ସହଯୋଗର ହାତ ବଢ଼ାଇ ଉକ୍ତ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ କରିଥିଲେ l ଏହି ଉପଲକ୍ଷେ ୧୬ପହରୀ ନାମଯଜ୍ଞ  ସହିତ ଜ୍ଞାନଯଜ୍ଞ , ଧ୍ୟାନଯଜ୍ଞ ଜପଯାଜ୍ଞ କରାଯାଇ ତିନି ମୂର୍ତ୍ତିଙ୍କୁ ତିନୋଟି ମନ୍ଦିରରେ ସ୍ଥାପନା କରାଯାଇଛି l ଏହି କାର୍ଯ୍ୟକ୍ରମରେ ୩ଦିନ ଧରି ୩୦ହଜାରରୁ ଅଧିକ ଲୋକଙ୍କ ପାଇଁ ଅନ୍ନଭୋଗ ବଣ୍ଟନ କରାଯାଇଛି l ମନୋରଞ୍ଜନ ପାଇଁ ମିନାବଜାର, ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ ଅନବରତ ଦହି ପାଣି ଓ ସାଧା ପାଣିର ବ୍ୟବସ୍ଥା ହୋଇଛି l ଏଥିରେ ହଜାର ହଜାର ମାତ୍ରାରେ ଭକ୍ତବୃନ୍ଦ ନିକଟସ୍ଥ ଶାନ୍ତିପଡ଼ା, ଲାଳଟିକ୍ରା, ସଦେଇପାଲି, ଲାର୍କିପାଲି, ଚନ୍ଦ୍ରଶେଖର ନଗର, ଖଇରାପଡା, ଖରସେଲପଡା, କନ୍ଧପାଲି ସହିତ ଅନେକ ଦୂର ଦୁରାନ୍ତରରୁ ଆସି ଭକ୍ତଗଣ ଯୋଗଦାନ କରି ଆନନ୍ଦ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା