-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

୨୪ଟି ନୂତନ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

19-May-2023



ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ (Basic Life Support) ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଆତ୍ୟାଧୁନିକ ଜୀବନ ରକ୍ଷାକାରୀ (Advanced Life Support) ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୩ ମାର୍ଚ୍ଚ ୫ ରେ ରାଜ୍ୟରେ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ସୁଦ୍ଧା ୬୨୪ଟି ଆମ୍ବୁଲାନ୍ସ ସାରା ରାଜ୍ୟରେ ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଇ ଆସୁଅଛି । ଏହି ୬୨୪ଟି ଆମ୍ବୁଲାନ୍ସ ମଧ୍ୟରୁ ୫୧୨ଟି ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଓ ୧୧୨ଟି ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ । ଏହା ସହିତ ୬ଟି ବୋଟ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି ।

ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ଆହୁରି ଉନ୍ନତି ଆଣିବା ପାଇଁ ୯୨ଟି ନୂଆ ଜରୁରୀକାଳୀନ ଆମ୍ବୁଲାନ୍ସ ପର୍ଯ୍ୟାୟକ୍ରମେ ଯୋଗାଇଦେବାପାଇଁ ବ୍ୟବସ୍ଥା ହୋଇଥିବାବେଳେ ସେଥିମଧ୍ୟରୁ ୨୪ଟି ନୂଆ ଆମ୍ବୁଲାନ୍ସ କିଣାଯାଇ ସାରିଛି । ଏଥି ପାଇଁ ୯.୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଛଡା ୨୯୯ଟି ମୌଳିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସକୁ ରୂପାନ୍ତରିତ କରାଯାଇ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସ ରେ ପରିଣତ (BLS converted to ALS) କରାଯାଇ ଆଜିଠାରୁ କାର୍ଯ୍ୟକାରୀ କରାଗଲା । ଏହି ଉନ୍ନତିକରଣ ପରେ ରାଜ୍ୟରେ ମୋଟ ଅତ୍ୟାଧୁନିକ ଜାବନରକ୍ଷାକାରୀ ଆମ୍ବୁଲାନ୍ସ ସଂଖ୍ୟା ୪୧୧ ରେ ପହଞ୍ଚିଲା। ଏହି ଉନ୍ନତିକରଣ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ମୋଟ ୫୨ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଏହା ଦ୍ୱାରା ପ୍ରତ୍ୟେକ ବ୍ଲକରେ ସର୍ବନିମ୍ନ ଗୋଟିଏ ଅତ୍ୟାଧୁନିକ ଜାବନରକ୍ଷାକାରୀ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇପାରିବ । 

ଏହା ବ୍ୟତିତ ଗର୍ଭବତୀ ମା ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ଆଣିବା ନିମନ୍ତେ ୫୦୦ଟି ଜନନୀ ଏକ୍ସପ୍ରେସ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୮ଲକ୍ଷ ରୁ ଉର୍ଦ୍ଧ୍ୱ ଲୋକ ବିଭିନ୍ନ ଆମ୍ବୁଲାନ୍ସ ସେବା  ଦ୍ୱାରା ଉପକୃତ ହୋଇଛନ୍ତି ।

ଏହି  କାର୍ଯ୍ୟକ୍ରମରେ  ସ୍ୱାସ୍ଥ୍ୟ  ମନ୍ତ୍ରୀ ନିରଞ୍ଜନ  ପୂଜାରୀ,  ମୁଖ୍ୟମନ୍ତ୍ରୀଙ୍କ  ସଚିବ  5T ଶ୍ରୀ  ଭି କେ  ପାଣ୍ଡିଆନ୍, ସ୍ଵlସ୍ଥ୍ଯ ସଚିବ  ଶାଳିନୀ  ପଣ୍ଡିତ  ଓ  ସ୍ୱାସ୍ଥ୍ୟ  ବିଭାଗର  ବରିଷ୍ଠ  ଅଧିକାରୀମାନେ  ଉପସ୍ଥିତ  ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like