-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ମନୋରଞ୍ଜନ

ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ସିନେମା ଅଧୁରା ପ୍ରେମ କାହାଣୀ

19-May-2023



ଭୁବନେଶ୍ୱର:  ମା ଦୁର୍ଗା ରଜତ ଜ୍ୟୋତି ପ୍ରଡକ୍ସନ ଦ୍ଵାରା ନିର୍ମିତ "ଅଧୁରା ପ୍ରେମ କାହାଣୀ" ଆସନ୍ତା ଜୁନ ମାସ ୨୩ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବାକୁ ଯାଉଛି। ପ୍ରଯୋଜକ ରଜତ ମହାପାତ୍ର ଓ ଜ୍ୟୋତି କିଶୋର ଦାଶଙ୍କ ମିଳିତ ଉଦ୍ୟମରେ ଚଳଚ୍ଚିତ୍ରଟି ସମ୍ପୁର୍ଣ୍ଣ ହୋଇଛି। ନିର୍ଦ୍ଦେଶକ ନିରଞ୍ଜନ ବାରିକ ଓ ସହ ନିର୍ଦ୍ଦେଶକ ଆଶୁତୋଷ ଦାସ (ବାବୁଦା)ଙ୍କ ପରିଶ୍ରମରେ ଚଳଚ୍ଚିତ୍ର ଟି 

 ନିହାତି ସଫଳ ହେବ ବୋଲି ପ୍ରଯୋଜକ ସଂସ୍ଥା ଆଶାବାଦୀ । ଶ୍ରେଷ୍ଠ ଅଭିନେତା, ପାଞ୍ଚ ତାରକା ଚଳଚ୍ଚିତ୍ର ଏବଂ ଓଟିଇଟି ପୁରସ୍କାର ୨୦୨୩ ପାଇଥିବା ଶୁଭାଶିଷ, ଶ୍ରେଷ୍ଠ ଅଭିନେତ୍ରୀ, ବାଣୀଚିତ୍ର ଚଳଚ୍ଚିତ୍ର ପୁରସ୍କାର ୨୦୨୩ ପାଇଥିବା ପୂନମ୍ ମିଶ୍ର ଓ ତରଙ୍ଗ ଚଳଚ୍ଚିତ୍ର ପୁରସ୍କାର ୨୦୨୩ ପାଇଥିବା ସୁର୍ୟମୟୀ ମହାପାତ୍ରଙ୍କ ଅଭିନୟ ଓଡ଼ିଆ ସିନେମା ପ୍ରେମୀ ଦେଖିବାକୁ ପାଇବେ। ରୋମାଣ୍ଟିକ୍, ଦ୍ଵନ୍ଦ ସାଙ୍ଗକୁ ମୌଳିକ କାହାଣୀ ନିର୍ମିତ ଅଧୁରା ପ୍ରେମ କାହାଣୀ ଏକ ପାରିବାରିକ ନାଟକ । ଅଶ୍ରୁମୋଚନ ମହାନ୍ତି, ଶ୍ରୀତମ ଦାସ, ଜୀବନ ପଣ୍ଡା, ପ୍ରଜ୍ଞା ଖଟୁଆ ଏବଂ ଆହୁରି ନାମୀଦାମୀ କଳାକାରଙ୍କୁ ଏହି ଚଳଚ୍ଚିତ୍ରରେ ଦେଖିବାକୁ ପାଇବେ। ସିନେମାର ଗୀତ ଗୁଡ଼ିକ ଓଡ଼ିଆ ସିନେମା ଜଗତର

ସୁନାମଧନ୍ୟ ଗାୟକ/ଗାୟିକା ଅସୀମା ପଣ୍ଡା, ହ୍ୟୁମାନ ସାଗର, ଅର୍ପିତା ଚୌଧୁରୀ, ଆର୍. ଅଙ୍କିତା, କୁଲଦୀପ, ଅରବିନ୍ଦ ଓ ଶିଶିର କୁମାର ଦାଶ ଗାଇଛନ୍ତି। ସଙ୍ଗୀତ ନିର୍ଦେଶକ ଶ୍ରୀ ବୈଦ୍ୟନାଥ ଦାଶ ଓ କାହାଣୀ ଲେଖିଛନ୍ତି ନାମୀଦାମୀ କାହାଣୀକାର ଶ୍ରୀ ପ୍ରିୟବ୍ରତ ପଣ୍ଡା।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm