-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିଦ୍ୟା ବାଚସ୍ପତି ଶ୍ରୀନିବାସ ଉଦ୍‌ଗାତାଙ୍କୁ ସମ୍ବର୍ଦ୍ଧନା

19-May-2023



ବଲାଙ୍ଗିର(ଦେବାଶିଷ ବହିଦାର) ସଂସ୍କୃତ ପରିଷଦ ବଲାଙ୍ଗିର ଏବଂ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର କର୍ମକର୍ତ୍ତାମାନେ ଅତିବଡି ଜଗନ୍ନାଥ ଦାସ ପୁରସ୍କାର ପ୍ରାପ୍ତ ବିଦ୍ୟା ବାଚସ୍ପତି ଡ. ଶ୍ରୀ ନିବାସ ଉଦ୍‌ଗାତାଙ୍କୁ ତାଙ୍କ ନିଜ ବାସଭବନରେ ଭେଟି ପୁଷ୍ପମାଲ୍ୟ ତଥା ଉପଢୈାକନ ପ୍ରଦାନ କରି ଆଶିର୍ବାଦ ଭିକ୍ଷା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବ୍ରାହ୍ମଣ ମହାସଭାର ସଭାପତି ଧନଞ୍ଜୟ ମିଶ୍ର, ସଂପାଦକ ଆଇନଜିବୀ ଜୟରାମ ମିଶ୍ର, ସହ-ସଂପାଦକ ଶୁଭେନ୍ଦ୍ର ନେପାକ, କୋଷାଧ୍ୟକ୍ଷ ଅର୍ଶୁରାମ ନାୟକ, ପର୍ଶୁରାମ ବାହିନୀ ମୁଖ୍ୟ ମଦନ ମୋହନ ରଥ, ସଂସ୍କୃତ ପରିଷଦର ସଭାପତି ନୀଳମଣି ମିଶ୍ର, ସଂପାଦକ ଜୟରାମ ମିଶ୍ର, ସହ ସଂପାଦକ ସଂକୀର୍ତ୍ତନ ତ୍ରିପାଠୀ ଓ କୋଷାଧ୍ୟକ୍ଷ ରାଜ କିଶୋର ପଣ୍ଡା ଙ୍କ ସମେତ ରଘୁନାଥ ମିଶ୍ର, ବନମାଲି ନନ୍ଦ, ପୁରୁଷୋତ୍ତମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଡ. ଉଦ୍‌ଗାତା ତାଙ୍କ ଆଶୀର୍ବଚନରେ କହିଥିଲେ ଯେ ୩୨୪ ଖଣ୍ଡ ପୁସ୍ତକ ଲେଖି ଥିବାରୁ ତାଙ୍କର ନାମ ଗିନିଜ ବୁକ୍ ଅଫ୍ ୱାଲଡ୍ ରେକର୍ଡରେ ସ୍ଥାନୀତ ହେବାକୁ ପ୍ରସ୍ତାବ ଆଗତ କରାଯାଇଛି । ସାହିତ୍ୟ ଅନୁରାଗୀ ସମସ୍ତେ ଉଚ୍ଚକୋଟୀର ସାହିତ୍ୟର ପାଠକ ଓ ସାହିତ୍ୟ ପ୍ରେମୀ ହେବା ଆବଶ୍ୟକ । ପରିଶ୍ରମ କେବେ ବିଫଳ ହୁଏ ନାହିଁ । ବର୍ତ୍ତମାନ ପୀଢିର ଯୁବ ସମାଜ ସାହିତ୍ୟ ପ୍ରତି ରୁଚି ରଖିବା ସହିତ ସମାଜ କଲ୍ୟାଣରେ ବ୍ରତୀ ହେବା ଉଚିତ ଏହା ସେ ନିଜ ଜୀବନରେ ଅନୁଭବ କରି ପାରିଛନ୍ତି ବୋଲି ମତବ୍ୟକ୍ତ କରିଥିଲେ । ବାସ୍ତବରେ ଡ. ଉଦ୍‌ଗାତା ଆମ ଅଂଚଳ, ଆମ ଜିଲ୍ଲା ତଥା ଆମ ଓଡିଶା ପାଇଁ ଗର୍ବ ଓ ଗୌରବ ଅଟନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like