-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଝାରତରଭାକୁ ଗଡିଲା ଟ୍ରେନ

19-May-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଖୋର୍ଦ୍ଧା-ରେଳପଥରେ ଆଉଟିକିଏ ଆଗକୁ ଗଡିଛି ଟ୍ରେନ l ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରୀରୁ ହାୱାର୍ଡକୁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବା ସହିତ ବଲାଙ୍ଗୀର-ଖୋର୍ଦ୍ଧାରୋଡର ବିଛୁପାଲିରୁ ଝାରତରଭା ପର୍ଯ୍ୟନ୍ତ ରେଳଲାଇନର ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏଣିକି ବଲାଙ୍ଗୀରଠାରୁ ତରଭା ନିକଟସ୍ଥ ଝାରତରଭା ପର୍ଯ୍ୟନ୍ତ ପାସେଞ୍ଜର ଟ୍ରେନ ଗଡିବ । ସେହିପରି ଟିଟିଲାଗଡରୁ ସମ୍ବଲପୁରକୁ ହୋଇଥିବା ଡବଲଲେନ ରେଳଲାଇନକୁ ଉଦଘାଟନ କରିଥିଲେ । ଗତକାଲି ବଲାଙ୍ଗୀର ଓ ବିଛୁପାଲି ରେଳ ଷ୍ଟେସନଠାରେ ସେଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବଲପୁର ଡିଆରଏମଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂଦେଓ ଓ ସମ୍ମାନୀତ ଅତିଥି ଭାବରେ ରାଜ୍ୟସଭା ସାଂସାଦ ନୀରଞ୍ଜନ ବିଶି ଯୋଗଦେଇଥିଲେ । ଉଭୟ ସାଂସଦ ଓଡିଶାରେ ଆରମ୍ଭ ହୋଇଥିବା ବନ୍ଦେଭାରତ ଟ୍ରେନକୁ ସ୍ୱାଗତ କରିଥିଲେ । ସାଂସଦ ନିରଂଜନ ବିଶି ତାଙ୍କ ବକ୍ତବ୍ୟରେ ବଲାଙ୍ଗୀର ଜିଲ୍ଲାର ଲୋକଙ୍କ ପାଇଁ ପ୍ରୟାଗରାଜକୁ ଯିବାକୁ ତଥା ବଲାଙ୍ଗୀରରୁ ଦିଲ୍ଲୀକୁ ସିଧାସଳଖ ଟ୍ରେନଚଳାଚଳ କରାଇବା,ବଲାଙ୍ଗୀର-ନୂଆପଡା ଭାୟା ପାଟଣାଗଡ ନୂଆରେଳପଥକୁ ଆରମ୍ଭ କରିବା ଇତ୍ୟାଦି ଦାବିଗୁଡିକୁ ନେଇ ରେଳମନ୍ତ୍ରୀଙ୍କୁ ଦାବିପତ୍ର ଦେଇ ଆଲୋଚନା କରିଥିବା କହିଥିଲେ । ସେହିପରି ଲୋକସଭା ସାଂସଦ୍ ଶ୍ରମତୀ ସିଂଦେଓ ତାଙ୍କ ବକ୍ତବ୍ୟରେ ଟିଟିଲାଗଡ-ସମ୍ବଲପୁର ରେଳପଥ ଦୋହରୀକରଣ ଓ ବିଦ୍ୟୁତିକରଣ ଫଳରେ ଯାତ୍ରୀଙ୍କ ପାଇଁ ବହୁତ ସୁବିଧା ହୋଇଛି । ବଲାଙ୍ଗୀର, ଟିଟିଲାଗଡ, କଣ୍ଟାବାଞ୍ଜି ଓ ହରିଶଙ୍କରରୋଡକୁ  ବିଶ୍ୱସ୍ତରୀୟ ରେଳ ଷ୍ଟେସନ କରିବାକୁ କାମ ଆରମ୍ଭ ହୋଇଥିବା ବିଷୟରେ କହିଥିଲେ । ଠିକ ସେହିପରି ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଦୁନକୁ ଦିନ ଆଗକୁ ଆଗକୁ ଟ୍ରେନ ଗଡିଚାଲିଛି । ଖୁବ ଶୀଘ୍ର ଏହି ପ୍ରକଲ୍ପରେ ଲୋକମାନେ ଲାଭାନ୍ୱିତ ହେବେ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମକୁ ଉଦଘୋଷିକା ଐଶ୍ୱର୍ଯ୍ୟା ଦାସ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ରେଳବିଭାଗର ସମସ୍ତ କର୍ମଚାରୀ,ବଲାଙ୍ଗୀର ସହରର ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ । ଡିଜିଟାଲ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଦର୍ଶକମାନେ  ଦେଖିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like