-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

କରକଚିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବାଇକ ଓ ବୋଲୋରୋ ମୁହାଁମୁହିଁ ଧକ୍କା ଫଳରେ ୩ ଜଣ ଙ୍କ ମୃତ୍ୟୁ

19-May-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ଝରଣିପାଲି ନିକଟସ୍ଥ କରକଚିଆ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି l ଲୋଇସିଂହା, ସୂଚନାରୁ ପକାଶ ରାଜେଶ ପଟେଲ, ତୁଳସିରାମ ପଟେଲ ଓ ସୁରଞ୍ଜନ ପଟେଲ ନାମକ ୩ ଜଣ ବ୍ୟକ୍ତି ଏକ ହୋଣ୍ଡା ସାଇନ ନଂ. OD31J-0357 ବାଇକ ରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବୋଲୋରୋ ଗାଡି ନଂ OD03J-8958 ଉକ୍ତ ବାଇକ କୁ ଧକ୍କାଦେଇ ଗାଡିଟି ଆଗଲପୁର ଆଡକୁ ଫେରାର ମାରିଥିଲା l ଦୁର୍ଘଟଣାରେ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଖବର ପାଇ ସ୍ଥାନୀୟ ଅଂଚଳର ଟିକଳୁ କଦମ, ବିଦୁତରଞ୍ଜନ ପଧାନ, ଅଶୋକ କଲେତ ଦୁର୍ଘଟଣା ଗ୍ରସ୍ଥ ଲୋକଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଲେ l 

ଚିକିତ୍ସିତ ଅବସ୍ଥାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କଲେ ଓ ଶବ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲ କୁ ପଠାଇଲେ l ଏ ବାବଦରେ ତେନ୍ତୁଳୀଖୁଣ୍ଟି ଗ୍ରାମର ମୃତବ୍ୟକ୍ତି ଙ୍କ ସମ୍ପର୍କୀୟ କମ୍ବୁପାଣି ରାଉତ, ପି. ଭଗବାନ ରାଉତ ଲୋଇସିଂହା ଥାନାରେ ଲିଖିତ ଆକାରରେ ଜଣାଇବା ସହ ଦୋଷୀ କୁ ଶୀଘ୍ର ଧରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛନ୍ତି। ସୂଚନାରୁ ପ୍ରକାଶ ଯେ ରୋଥ ରେ ବୋଲୋରୋ ଗାଡିକୁ ଲୋକେ କାବୁ କରିନେଇଥିବା ବେଳେ ଗାଡି ଚାଳକ ର ନାମ ବିନୋଦ ମହାକୁଡ଼ ବୋଲି ସୂଚନା ମିଳିଛି ଏଣୁ ପ୍ରକୃତ ଘଟଣା ବାବଦରେ ପୋଲିସ ତଦନ୍ତ ପରେ ହିଁ ଜଣାପଡିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like