-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର ଶ୍ରମିକଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଘଟଣା, କେବେ ପ୍ରାପ୍ୟ ପାଇବେ ଶ୍ରମିକ

21-May-2023



ନବରଙ୍ଗପୁର : ବୁଶ୍ କଟିଂ କରିଥିବା ଶ୍ରମିକଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ମାମଲାରେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ କେନ୍ଦୁପତ୍ର ବନାଞ୍ଚଳ ଅନ୍ତର୍ଗତ ଜଟାବାଲ ସେକ୍ସନର ତାପସ ବନପାଳ ରଂଜନ ଘଡ଼େଇଙ୍କୁ ଚଳିତ ମାସରେ ନିଲମ୍ବନ କରାଯାଇଛି। କିନ୍ତୁ ବର୍ତ୍ତମାନ ବି ବୁଶ୍ କଟିଂରେ ନିୟୋଜିତ ୧୦୦ରୁ

ଊର୍ଦ୍ଧ୍ଵ ଶ୍ରମିକ କେବେ ନିଜ ପ୍ରାପ୍ୟ ଫେରିପାଇବେ ତାହାକୁ ଚାତକ ଭଳି ଅନାଇ ରହିଛନ୍ତି। ପ୍ରକାଶ ଥାଉକି, କେନ୍ଦୁପତ୍ର ଜଟାବାଲ ୧୩ଟି ସେକ୍ସନର ଫଡ଼ିରେ ୧୦୦ରୁ ଊର୍ଦ୍ଧ୍ବ ଶ୍ରମିକଙ୍କୁ ନିୟୋଜିତ କଟିଂରେ କରାଯାଇଥିଲା। ଜଟାବାଲ କେନ୍ଦୁପତ୍ର ବନପାଳ ତାପସ ରଞ୍ଜନ ଘଡ଼େଇ ବୁଶ୍ କଟିଂରେ ନିୟୋଜିତ ଶ୍ରମିକମାନଙ୍କୁ ୧୫ ଦିନ ବଦଳରେ ମାତ୍ର ୬ରୁ ୭ ଦିନ କାର୍ଯ୍ୟ କରାଇ ଦୈନିକ ମଜୁରି ୩୭୩ ବଦଳରେ ୧୮୬ ଲେଖାଏଁ ଟଙ୍କା ଜଣାପଡ଼ିଥିଲା। ମାଝିଗୁଡ଼ା ଫଡିର ଦେଇଥିବା ଚପରାସୀ ବଳାର୍ଥଳ ଅଧକାରୀଙ୍କକାର୍ଯ୍ୟାଳୟ ଡାବୁଗାଁ କେନ୍ଦୁପତ୍ର) ବନାଞ୍ଚଳ ନବରଙ୍ଗପୁର କେନ୍ଦୁପତ୍ର ବନଖଣ୍ଡ ଅରୁଣ ମାଝୀଙ୍କୁ ସାଥୀ କରି ବନପାଳ ଶ୍ରୀ ଘଡ଼େଇ୧୩ଟି ପଡ଼ିର ୧୦୦ରୁ ଊର୍ଦ୍ଧ୍ଵ ଶ୍ରମିକଙ୍କ ଆଙ୍ଗୁଠିଛାପ ନେଇ ମଜୁରି ଟଙ୍କା ସହିତ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଥିବା ଟଙ୍କା ଉଠାଇ

ନେଇଥିଲେ । ଶ୍ରମିକମାନଙ୍କ ଟଙ୍କା ହଡ଼ପ କରାଯାଇଥିବା ଜଣାପଡ଼ିବା ପରେ ଏନେଇ ପ୍ରଥମେ ‘ ବିଭିନ୍ନ ଖବରକାଗଜରେ  ପ୍ରକାଶ ପାଇଥିଲା । ଏହାପରେ କେନ୍ଦୁପତ୍ର ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ଟିମ୍ ଗଠନ କରାଯାଇ ସେକ୍ସନର ଜଟାବାଲ କେନ୍ଦୁ ଗୁଡା ତଦନ୍ତ ବୋରଦେଇ,ଓ ମାଝିଗୁଡ ଫଡ଼ିରେ କରାଯାଇଥିଲା। ପ୍ରାଥମିକ ଘଟଣାରେ ତଦନ୍ତ ପରେ ଜଟାବାଲ ବନପାଳ ତାପସ ରଞ୍ଜନ ଘଡ଼େଇ ଶ୍ରମିକମାନଙ୍କ ବୁଶ୍ କଟିଂ ଟଙ୍କା ଉଠାଣ କରିଥିବା ଜଣାପଡ଼ିଥିଲା। ଏହି ବନପାଳଙ୍କୁ ନିଲମ୍ବନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ଶ୍ରମିକମାନେ ନିଜ ପ୍ରାପ୍ୟ ପାଇ ପାରିନାହାଁନ୍ତି ବିଭାଗ ପକ୍ଷରୁ କେବେ ଶ୍ରମିକମାନଙ୍କ ଆକାଉଣ୍ଟରେ ଟଙ୍କା ଜମା କରାଯାଉଛି ତାହା ଦେଖିବାକୁ ବାକି ରହିଲା |

(ରିପୋର୍ଟ: ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like