-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବୁଢିମା ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ପାଇଁ  ଅନୁଷ୍ଠିତ ହେଲା କଳସ ଶୋଭାଯାତ୍ରା

21-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସହରର ଢେରାପଡା ଠାରେ ସଂପୂର୍ଣ୍ଣ ଦକ୍ଷିଣଭାରତୀୟ ଢାଞ୍ଚାରେ ନୂତନଭାବେ ନିର୍ମିତ ମାଁ ବୁଢି ମାଁ ଙ୍କର ମନ୍ଦିର ପ୍ରତିଷ୍ଠା ଉତ୍ସବର ଆଦ୍ୟପର୍ବ ଭାବରେ ଆଜି ସକାଳେ ସହରର ଶତାଧିକ ମହିଳାଙ୍କ ଦ୍ଵାରା ଚିତ୍ରୋତ୍ପଳା ମହାନଦୀର ପବିତ୍ର ଜଳ ସ୍ଥାନୀୟ ରାଜାଘାଟରେ ପୂଜାର୍ଚ୍ଚନା କରି କଳସାଧିବାସ, ଜୀବମାତୃକା, ଜଳମାତୃକା, ସ୍ଥଳମାତୃକା, ବଡ଼ବାନଳ ଅଗ୍ନି ଆବାହନ ହୋମ ଇତ୍ୟାଦି ପୂର୍ବକ ଜଳପୂର୍ଣ କଳସକର୍ତ୍ତା ବି. ଗୌରୀ ଶଙ୍କର ସସ୍ତ୍ରୀକଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ,ବାଜା ରୋଷଣୀ ସହ ନଗର ପରିକ୍ରମା ପୂର୍ବକ ନୂତନ ବୁଢିମାଙ୍କର ମନ୍ଦିର ସାମ୍ନାରେ ପ୍ରସ୍ତୁତ ଜଜ୍ଞମଣ୍ଡପକୁ

ଅଣାଯାଇ ସ୍ଥାପନ କରାଯାଇଥିଲା। ଆଜିଠାରୁ  ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯାଉଛିl ଆଜିଠାରୁ ମଣ୍ଡପ ପୂଜାବିଧାନ ଚତୁର୍ଥୀ ଲଗ୍ନେ ଶାଖାମୂର୍ତ୍ତୀ ମହାସ୍ନାନ, ଶୁକ୍ଲପଞ୍ଚମୀରେ ମନ୍ଦିର ଅଧ ଉର୍ଦ୍ଧ୍ବ ଶୋଧନସହିତ ଦେବ ଦେବ ମହାଦେବ ଲିଙ୍ଗ ଓ ପାର୍ଶ୍ୱଦେବତା ମନ୍ଦିରେ ସ୍ଥାପନ ଓ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହେବ l ୨୫ତାରିଖ ଜ୍ୟେଷ୍ଠ ଶୁକ୍ଲ ଷଷ୍ଠୀ ଗୁରୁବାର ପୂର୍ଣ୍ଣ।ହୂତି ପୂର୍ବକ ମାଁ ବୁଢିମା ଠାକୁରାଣୀଙ୍କ ମନ୍ଦିର ବିଜେ କାର୍ଯ୍ୟକ୍ରମ ରହିଛି l ପ୍ରକାଶଯୋଗ୍ୟ ଯେ, ସଂପୂର୍ଣ୍ଣ ଦାକ୍ଷିଣ ଭାରତୀୟ ଢାଞ୍ଚାରେ ନିର୍ମିତ ଏହି ମନ୍ଦିର ନିର୍ମାଣରେ ପ୍ରାୟ ୫୦ଲକ୍ଷ tenniuyରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟ ହୋଇଥିବାବେଳେ ଏହା ମନ୍ଦିର ମାଳିନୀ ସୁବର୍ଣ୍ଣପୁର କୁ ଆସୁଥିବା ପର୍ଯ୍ୟଟକ ଙ୍କୁ ବହୁମାତ୍ରାରେ ଆକୃଷ୍ଟ କରିବ ବୋଲି କମିଟି ପକ୍ଷରୁ  ଆଶା ବ୍ୟକ୍ତ କରାଯାଇଛି l ଏହି ଅବସରରେ ୨୩ ତାରିଖ ସଂଧ୍ୟାରେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପାରାୟଣ ଗାୟିକା ସୁଶ୍ରୀ ବନ୍ଦିତା ନାୟକ ଙ୍କଦ୍ୱ।ରା  ସୁନ୍ଦରାକାଣ୍ଡ ପରିବେଷଣ ସହ ପ୍ରତିସଂଧ୍ୟାରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛି ଏବଂ ୨୪ ତାରିଖ ରୁ ଦୁଇଦିନ ଧରି

ଶ୍ରଦ୍ଧାଳୁ ଙ୍କପାଇଁ ସାମୁହିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ଆଜିର ଏହି କଳସ ଶୋଭାଯାତ୍ରାରେ ମନ୍ଦିର ନିର୍ମାଣ କମିଟିର ସଭାପତି କେ. ସହଦେଵ ପାତ୍ର ସଂପାଦକ ଜନ୍ମେଜୟ ପାତ୍ର,ଉପସଭାପତି ବି.ସତ୍ୟନାରାୟଣ ରାଓ, ବୁଢିମା ଯୁବକ ସଂଘ ସଭାପତି ଦିଲ୍ଲୀପ ପାତ୍ର, ବରିଷ୍ଠ ସଭ୍ୟ ଗୋପାଳ ପାତ୍ର, ରାମଚନ୍ଦ୍ର ପାତ୍ର, ଦୟାନିଧି ପାତ୍ର, ଓ.ସତ୍ୟନାରାୟଣ ପାତ୍ର,ଗୋବିନ୍ଦ ପାତ୍ର, ଭାସ୍କର ରାଓ,ନିଳକଣ୍ଠ ପାତ୍ର, ବୈକୁଣ୍ଠ ପାତ୍ର, ଅକ୍ଷୟ ପାତ୍ର,ଆନନ୍ଦ ପାତ୍ର, ସୁଦର୍ଶନ ପାତ୍ର, ପ୍ରଦ୍ୟୁମ୍ନ ପାତ୍ର, ସ୍ୱରୂପ ପାତ୍ର, କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ପାତ୍ର ଓ କାଉନସିଲର ରାଜକିଶୋର ରାଓ  ଙ୍କ ସମେତ  ପଡାର ଶତାଧିକମହିଳା ଙ୍କସହ ସମସ୍ତ ଯୁବ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା