-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ମାଟିଲଗ୍ନାର "ଆଣ୍ଡାମାନ ଯାତ୍ରା ପୋର୍ଟବ୍ଲେୟାରରେ ହେବ ଦ୍ୱିତୀୟ ଆନ୍ତର୍ଜାତୀୟ ଓଡ଼ିଆ ସାହିତ୍ୟ ସମ୍ମିଳନୀ

21-May-2023



ବୀରମହାରାଜପୁର ,(ବିନୋଦ ପାଣ୍ଡେ):   ସମଗ୍ର ବିଶ୍ଵରେ ଓଡ଼ିଆ ଭାଷା ସାହିତ୍ୟର ପ୍ରଚାର କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦ ତରଫରୁ ଚଳିତ ମେ ମାସ ୨୪ ତାରିଖରେ ଆଣ୍ଡାମାନ ଓ ନିକୋବରର ରାଜଧାନୀ ପୋର୍ଟ ବ୍ଲେୟାରରେ ଦ୍ଵିତୀୟ ଆନ୍ତର୍ଜାତୀୟ ଓଡ଼ିଆ ସାହିତ୍ୟ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି । ସଂସଦର ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ ମାଲକାନାଗିରି ଜିଲ୍ଲାରେ ପ୍ରତିଷ୍ଠିତ ମାଟିଲଗ୍ନା ସାହିତ୍ୟ ସଂସଦ ସମଗ୍ର ବିଶ୍ୱରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର କରିବା ଉଦ୍ଦେଶ୍ୟରେ ଅନୁଷ୍ଠାନର ୪୨ ଜଣିଆ ପ୍ରତିନିଧି ଦଳ ଆଜି ଆଣ୍ଡାମାନ ଯାତ୍ରା ଆରମ୍ଭ କରୁଛି । ସଂସଦର ସଭାପତି ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ  କିଶୋର ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ଯାଉଥିବା ଉକ୍ତ ପ୍ରତିନିଧି ମଣ୍ଡଳୀରେ ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳରୁ ସଦସ୍ୟ ରହିଥିବା ଜଣା ଯାଇଛି । ଆସନ୍ତା ୨୧ ତାରିଖ ଦିନ ବିମାନ ଯୋଗେ କଲିକତାରୁ ଯାତ୍ରା ଆରମ୍ଭ କରି ଆଣ୍ଡାମାନରେ ପହଞ୍ଚିବା ପରେ ୨୪ ତାରିଖରେ ପୋର୍ଟ ବ୍ଲେୟାରସ୍ଥିତ  ଓଡ଼ିଆ ସଂଗଠନ ସହଯୋଗରେ ଶତାଧିକ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆନ୍ତର୍ଜାତୀୟ ଓଡ଼ିଆ ସାହିତ୍ୟ ସମ୍ମିଳନୀ ଆୟୋଜନ କରାଯିବା ନେଇ  କାର୍ଯ୍ୟକ୍ରମ ଚୁଡାନ୍ତ ହୋଇଥିବା ଜଣା ପଡ଼ିଛି । ପ୍ରକାଶ ଥାଉକି ଓଡ଼ିଆ ଭାଷା ସାହିତ୍ୟର ପ୍ରଚାର କରିବା ପାଇଁ ମାଟିଲଗ୍ନା ସାହିତ୍ୟ ସଂସଦ ଆନୁକୁଲ୍ୟରେ  ଉତ୍ତରାଖଣ୍ଡର ହରିଦ୍ଵାର, ମହାରାଷ୍ଟ୍ରର ମୁମ୍ବାଇ, ଗୁଜରାଟର ଦ୍ୱାରକା ଆଦି ସ୍ଥାନ ମାନଙ୍କରେ ଜାତୀୟ ସ୍ଥାରୀୟ ଓଡ଼ିଆ ସାହିତ୍ୟ ସମ୍ମିଳନୀ ଆୟୋଜିତ ହେଇ ସାରିଥିବା ବେଳେ  ଗତ ଡ଼ିସେମ୍ବର ୨୬ ତାରିଖରେ ନେପାଳର ରାଜଧାନୀ କାଠମାଣ୍ଡୁରେ ପ୍ରଥମ ଆନ୍ତର୍ଜାତୀୟ ଓଡ଼ିଆ ସାହିତ୍ୟ ସମ୍ମିଳନୀ ସଫଳତାର ସହ ଆୟୋଜନ କରିଥିବା ସଂସଦର ସାଧାରଣ ସମ୍ପାଦକ  ଶୁଭ୍ରାଂଶୁ ଶେଖର ପାଢ଼ୀ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା