-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କଟକ ରେ ଗଞ୍ଜାମ ର ଛଅ ଜଣ ସାହିତ୍ୟ ଅନୁଷ୍ଠାନ ର ସମ୍ପାଦକଙ୍କୁ ସମ୍ବର୍ଦ୍ଧନା

21-May-2023



ବ୍ରହ୍ମପୁର(ପ୍ରେରଣା ଖବର): ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ କୈବଲ୍ୟ ସାହିତ୍ୟ ସଂସଦ, କଟକ ତରଫରୁ ବିଶ୍ୱ ରେକର୍ଡ ପାଳନ ତଥା ରାଜ୍ୟସ୍ତରୀୟ ରଥ ପଥ ଜଗନ୍ନାଥ ସାହିତ୍ୟ ମହାସଭା-୨୦୨୩ କାର୍ଯ୍ୟକ୍ରମ  କଟକ ଚହଟେଶ୍ଵର ଶିବ ମନ୍ଦିର ଠାରେ ତା, ୨୧.୫.୨୦୨୩ରିଖରେ

ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କବିତା ଆସର ସହ ସାରା ରାଜ୍ୟର ସାହିତ୍ୟ ଅନୁଷ୍ଠାନର ସମ୍ପାଦକ ମାନଙ୍କୁ  ସମ୍ବର୍ଦ୍ଧିତ କରଯାଇଥିଲା। ଗଞ୍ଜାମ ଜିଲ୍ଲାର ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ, ବୁଗୁଡ଼ା ର ସାଧାରଣ ସମ୍ପାଦକ ଡ. ଶ୍ୟାମା ପ୍ରସାଦ ମିଶ୍ର, ବାହୁଦା ସାହିତ୍ୟ ସଂସଦ, ଚିକିଟି ର ସଂପାଦିକା ଶ୍ରୀମତୀ ସଂହିତା ମହାନ୍ତି, ଉପାନ୍ତ ସାହିତ୍ୟ ସାଂସ୍କୃତିକ ସେବା ସଂସଦ , ପାତ୍ରପୁର ର ସମ୍ପାଦକ ମାଧବ ବାଡତ୍ୟା, ସ୍ରୋତସ୍ଵିନୀ ସାହିତ୍ୟ ସଂସଦ,ବ୍ରହ୍ମପୁରର ସଂପାଦିକା ଶ୍ରୀମତୀ ସୁଜାତା ଶତପଥି, ଇନ୍ଦ୍ରଧନୁ ସାହିତ୍ୟ ସଂସଦ, ବ୍ରହ୍ମପୁରର ସଂପାଦିକା ଶ୍ରୀମତୀ ଆର୍ ସୁନନ୍ଦା ଚୌଧୁରୀ, ରାଜାଧିରାଜ ଦେବରାଜ ସାହିତ୍ୟ ସଂସଦର ସଂପାଦିକା ଶ୍ରୀମତୀ ସୁଧାଞଳି ମିଶ୍ର ଙ୍କୁ ମାନ ପତ୍ର ଓ ପଦକ ଦେଇ ସମ୍ମାନିତ କରାଯାଇଥିଲା।

ସମ୍ପାଦକ/ସଂପାଦିକା ମାନେ ସାହିତ୍ୟ ସଂଗଠନ ର ସୁଦୃଢ଼ୀ କରଣ ପାଇଁ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । କୈବଲ୍ୟ ସାହିତ୍ୟ ସଂସଦର ପ୍ରତିଷ୍ଠାତା ସମ୍ପାଦକ  ସଂଗ୍ରାମ କେଶରୀ ସାମନ୍ତରାୟ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ୨୦୨୨-୨୦୨୩ ରେ ଅନୁଷ୍ଠାନର ଜାର୍ଯ୍ୟକ୍ରମକୁ ବିଶ୍ୱର ବିଭିନ୍ନ ଦେଶରୁ ୩୦ ଟି ବିଶ୍ୱ ରେକର୍ଡ ଅଧିକାର କରିବାରେ ଏହା ଓଡ଼ିଶାର ପ୍ରଥମ ସାହିତ୍ୟ ଅନ୍ତୁଷ୍ଠାନ ଅଟେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା