-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବି କରି ଥାନା ସମ୍ମୁଖରେ ଶବ ରଖି ଗ୍ରାମବାସୀଙ୍କ ଧାରଣା

22-May-2023



ଟିଟିଲାଗଡ(ସନ୍ତୋଷ କୁମାର ନାଏକ ): ରବିବାର ଦିନ ଲୁଥୁରବନ୍ଧ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁଡ଼ାପଦର ଗ୍ରାମର କୈଳାଶ ବାଗ ନାମକ ଜଣେ ଯୁବକ ରବିବାର ଦିନ ନିକଟସ୍ଥ ସିକେର ଗ୍ରାମକୁ ନିଜର ବାଇକ୍ ଯୋଗେ କୀର୍ତ୍ତନ ନାଚିବାକୁ ଯାଉଥିବା ବେଳେ  ତୁଲାଙ୍ଗ ଗ୍ରାମ ନିକଟରେ ଏକ ପିକଅପ୍ ଭ୍ୟାନ ସହ ଧକ୍କା ହୋଇଥିଲା । ଦୁର୍ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ କୈଳାଶଙ୍କୁ ପ୍ରଥମେ ଟିଟଲାଗଡ ସରକାରୀ ଡାକ୍ତରଖାନାରେ ପ୍ରାରମ୍ଭିକ ଚିକିତ୍ସା କରି ବଲାଙ୍ଗୀର ମ୍ୟାଡ଼ିକାଲ କଲେଜ ଡ଼ାକ୍ତରଖାନାକୁ ସ୍ଥାନାନ୍ତତରିତ କରାଯାଇଥିଲା । ସ୍ବାସ୍ଥ୍ୟ ଅଧିକ ଗୁରୁତର ଥିବାରୁ ସେଠୁ ବୁର୍ଲା ମେଡିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା।  ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେବା ପରେ ପରିବାର ତଥା ଗ୍ରାମବାସୀ ମାନେ କୈଳାଶଙ୍କ ଶବକୁ ଆଣି ଟିଟଲାଗଡ ଥାନା ସମ୍ମୁଖରେ ରଖି କ୍ଷତିପୂରଣ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ମୃତ କୈଳାଶ ବାଗ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। କୈଳାଶଙ୍କ ଘରେ ଜଣେ ଭିନ୍ନକ୍ଷମ ଭାଇ ଓ ତାଙ୍କର ତିନୋଟି ପୁଅ ଥିବା ଜଣାଯାଇଛି ।  ସରକାରଙ୍କ ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ

ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ସରପଞ୍ଚ ସଂଘ ସଭାପତି ବୀରବର ସାହୁ ଦାବି କରିବା  ସହ ବହୁ ସଂଖ୍ୟା ଗ୍ରାମବାସୀ ଥାନା ଆଗରେ ଶବ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।  ଦୁର୍ଘଟଣା ଘଟାଇଥିବା ଗାଡ଼ି ମାଲିକ ଓ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ସୂଚନା ମିଳିଛି ।  ଖବର ପାଇ ଲୁଥୂର୍ ବନ୍ଧ ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନାରୁ ତିନି ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଚନ୍ଦ୍ରପ୍ରକାଶ ଦେହୁରି ଧାରଣାସ୍ଥଳକୁ ଆସି ରେଡକ୍ରସ୍ ପାଣ୍ଠିରୁ ୧୦ ହାଜlର ଟଙ୍କା ସହାୟତା ରାଶି ପ୍ରଦାନ କରିବା ସହ ପାରିବାରକୁ ଥଇଥାନ ବ୍ୟବସ୍ଥା କରାଯିବା ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like