-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ରାଜ୍ୟ

ଦେଓଗାଁ ମେଷଫାର୍ମ ପୁନଃରୁଦ୍ଧାର ଦାବିରେ କୃଷିମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧିଦଳ

24-May-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲାର ଦେଓଗାଁଠାରେ ୧୯୬୭ ମସିହାରୁ ଏକ ସରକାରୀ ମେଷଫାର୍ମ ରହିଛି । ଗତ ୧୦ବର୍ଷ ହେଲା ଏହା ଠିକରେ ପରିଚାଳିତ ହେଉନାହିଁ । ତେଣୁ ଏହାର ଉନ୍ନତିକରଣ କରାଯାଇ ପୁନଃରୁଦ୍ଧାର କରାଇବାକୁ ଆଜି ଦେଓଗାଁର ଏକ ପ୍ରତିନିଧିଦଳ ଭୁବନେଶ୍ୱରଠାରେ ରାଜ୍ୟ କୃଷି ଓ ପ୍ରାଣୀସମ୍ପଦ ବିଭାଗର ମନ୍ତ୍ରୀ ରଣେନ୍ଦ୍ରପ୍ରତାପ ସ୍ୱାଇଁଙ୍କୁ ଭେଟି ଆଲୋଚନା କରିଛନ୍ତି । ଏହି ମେଷଫାର୍ମକୁ ଉନ୍ନତି କରାଇଲେ ଏହା ଅଞ୍ଚଳର ଯୁବକଙ୍କୁ ନୂତନ ନିଯୁକ୍ତି ଦେବାରେ ସହାୟକ ହେବା ସହିତ ଅଞ୍ଚଳର ଅର୍ଥନୈତିକ ବିକାଶ ହେବ ବୋଲି ଦାବି କରାଯାଇଛି । ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର, ବ୍ଲକ ସରପଞ୍ଚ ସଂଘର ସଭାପତି ଘୁଣ୍ଡୁଗୋପାଲ ମିଶ୍ର ଓ ବ୍ଲକ ଯୁବବିଜେଡି ସଭାପତି ଶୈଳେନ୍ଦ୍ର ସାହୁ ମନ୍ତ୍ରୀଙ୍କ ବାସଭବନରେ ଭେଟି ଏହି ବିଷୟ ସହିତ ଜିଲ୍ଲାର କୃଷିବିକାଶ ସମ୍ପର୍କିତ ଆଲୋଚନା କରିଛନ୍ତି । ଆଲୋଚନା ପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରାଣୀସଂମ୍ପଦ ବିଭାଗର ପ୍ରମୁଖଶାସନ ସଚିବ ଏସ.କେ.ବଶିଷ୍ଠ ବଲାଙ୍ଗୀର ଜିଲ୍ଲାପାଳଙ୍କଠାରୁ ସବିଶେଷ ରିପୋର୍ଟ ମଗାଇବା ପାଇଁ ନିର୍ଦ୍ଦେଶ କରିଛନ୍ତି । ଜିଲ୍ଲାପାଳଙ୍କ ରିପୋର୍ଟ ପରେ ମେଷଫାର୍ମର ପୁନଃରୁଦ୍ଧାର କରାଯିବାକୁ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରତିଶୃତି ଦେଇଥିବା ଲକ୍ଷଣକୁମାର ମେହେର କହିଛନ୍ତି । ପ୍ରକାଶ୍ୟ ଯେ,ଦେଓଗାଁରେ ୧୯୬୭ ମସିହାରୁ ଏକ ସରକାରୀ ମେଷଫାର୍ମ ରହିଛି । ଏଠାରେ ପୂର୍ବରୁ ମେଷ ପ୍ରଜନନ ସହିତ ମେଷଲୋମ ସଂଗ୍ରହ କରାଯାଇ ବିକ୍ରି କରାଯାଉଥିଲା । ଅନେକ ଯୁବକ ଏଠାରେ ନିଯୁକ୍ତି ପାଇଥିଲେ । କିନ୍ତୁ ବହୁବର୍ଷ କର୍ମଚାରୀ ଅଭାବ ସହିତ ସରକାରୀ ଅନୁଦାନ ଆସୁନଥିବାରୁ ଅବ୍ୟବସ୍ଥା ଭିତରେ ପଡିରହିଛି । ପ୍ରାୟ ୫୦ ଏକର ଜମିରେ ଏହା ରହିଛି । ତେଣୁ ଏହାର ସଠିକ ଉପଯୋଗ କଲେ ଅଞ୍ଚଳର ବିକାଶ ହୋଇପାରିବ ବୋଲି ଏହି ପ୍ରତିନିଧିଦଳ ମନ୍ତ୍ରୀଙ୍କ ପାଖରେ ଯୁକ୍ତି ରଖିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like