-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ପୁଣି ୭ ଜଣ ନକଲି ଶିକ୍ଷକ 

24-May-2023



ସାଲେଭଟା (ପ୍ରେରଣା ଖବର)ରାଜ୍ୟ ଗଣଶିକ୍ଷା ବଭାଗ ତର‘ରୁ ନକଳିଶିକ୍ଷକ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠା କରିବାକୁ  ଜିଲ୍ଲା ଓ ଶିକ୍ଷାଅଧିକାରୀ ମାନଙ୍କୁ ପତ୍ର ଲେଖିଛନ୍ତି । ଉକ୍ତ ପତ୍ରରେ ବଲାଙ୍ଗିର  ଜିଲ୍ଲାର ୭ ଜଣ ନକଲିଶିକ୍ଷକ ରହିଥିବା ଉଲ୍ଲେଖ କରାଯାଇଥିବା ର୍ଚ୍ଚାର ବିଶୟ ହୋଇଛି । ରାଜ୍ୟ ଗଣଶିକ୍ଷାବିଭାଗ ନିର୍ଦେଶକ ଙ୍କ ପତ୍ର ସଂଖ୍ୟା-୨ସି-୪ଏସ-୧୭୩/୨୦୧୯ -୧୧୮୭୬ ତାରିଖ ୧୮.୦୫.୨୦୨୩ ରେ ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଳକ ଶିକ୍ଷା ଅଧିକାରୀଙ୍କୁ  ଦେଇଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲାର  ଆଗଲପୁର ବ୍ଳକ ର  ମନୋଜ କୁମାର ଭୋଇ ନାମକ ଜଣେ ଶିକ୍ଷକ  ରହିଥିବାବଳେ ଲୋଇସିଂହା ବ୍ଳକ ର ୩ଜଣ ଶିକ୍ଷକ /ଶିକ୍ଷୟତ୍ରୀ ଦିଲ୍ଳୀପ କୁମାର ସରା‘,ବନିତା ମିଶ୍ର ଓ ଅଶିଷ କୁମାର ପଧାନ ରହିଛନ୍ତି । ସେହିପରି ବଲାଙ୍ଗିର ବ୍ଳକ ର ସୁବାଷ ଚନ୍ଦ୍ର ଭୋଇ, ତୁରେକେଲା ବ୍ଳକ ଜଗମୋହନ ହଂସ ,ଏବଂ ପାଟଣାଗଡ ବ୍ଳକ ରଶ୍ମୀତା ପଧାନ  କାର୍ଯ୍ୟରତ ଥିବା ଏମାନେଜାଲିଆତିକରି ଚାକିରୀ କରିଥିବା  ସରକାରୀ ଭାବେ ଜଣାପଡିବାପରେ  ବଲାଙ୍ଗିର ଜିଲ୍ଲା ଶିକ୍ଷାଅଧିକାରୀ ଓ ଆଗଲପୁର,ଲୋଇସିଂହା,ବଲାଙ୍ଗିର,ପାଟଣାଗହ ଓ  ତୁରେକେଲା ବ୍ଳକ ଶିକ୍ଷାଅଧିକାରୀଙ୍କୁ  ଏହାର ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ  ନିର୍ଦ୍ଦେଶ ଦିଆଯାଇଛି ।   ଏସଂପର୍କରେ ଜିଲ୍ଲା ଶିକ୍ଷାଅଥିକାରୀ ଧୃବରାଜ ବେହେରାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ତାଉପରେ ଦେଖିବେ ବୋଲି କହିଛନ୍ତି । ଲୋଇସିଂହା ଓ ଆଗଲପୁର ବ୍ଳକ ରେ ଥିବା ଶିକ୍ଷା ଅଧିକାରୀଣୀ ରୀନାକୁମାରୀ ବେହେରାଙ୍କୁ ଦୃଷ୍ଟିଆକର୍ଷଣ କରିବାରୁ ଜିଲ୍ଲା ଶିକ୍ଷାଅଥିକାରୀଙ୍କ  ନିର୍ଦେଶ କ୍ରମେ କାର୍ଯ୍ୟାନୁଷ୍ଠାନ ନିଆଯିବବୋଲି କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like