-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜନଜାତି ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ବ୍ଲକ ଗୁଡିକୁ ସାମିଲ କରିବା ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ, ଲୋଇସିଂହା ବ୍ଲକ ତରଫରୁ ପ୍ରଶାସନ କୁ ଦାବିପତ୍ର

25-May-2023



ଲୋଇସିଂହା, (ବିନୋଦ କୁମାର ଦୀପ) : ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା, ଆଗଲପୁର, ବଲାଙ୍ଗୀର, ପୁଇଁତଳା, ଟିଟିଲାଗଡ଼, ଓ ବଙ୍ଗୋମୁଣ୍ଡା ବ୍ଲକ କୁ ସାମିଲ କରିବାକୁ ଲୋଇସିଂହା ଆଦିବାସୀ କଲ୍ୟାଣ ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ୫ଟି ସଚିବ, ରାଜ୍ୟସଭା ସାଂସଦ ତଥା ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ ସଚିବ ନିରଞ୍ଜନ ବିଶି ଏବଂ ଉନ୍ନୟନ ପରିଷଦର ସଦସ୍ୟ ପ୍ରଦୀପ ମାଝୀଙ୍କୁ ପ୍ରେସ୍‌ ବିବୃତି ମାଧ୍ୟମରେ ଦୃଷ୍ଟି ଆକର୍ଷଣ କରାଯାଇଛି l ଆଦିବାସୀଙ୍କ ଭାଷା, ସଂସ୍କୃତି, ଐତିହ୍ୟ, ପରମ୍ପରା ତଥା ସାମଗ୍ରିକ ବିକାଶ ନିମନ୍ତେ ଗତ ୨୦୨୧ ମସିହାରେ ଓଡ଼ିଶାର ୯ଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, ଗଜପତି, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, ରାୟଗଡା ଓ ମାଲକାନଗିରି ଜିଲ୍ଲାକୁ ନେଇ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଥିଲା । ତେବେ ଚଳିତ ୧୪/୫/୨୦୨୩ରେ ଏଥିରେ ବଲାଙ୍ଗିର ଜିଲ୍ଲାକୁ ସାମିଲ କରାଯାଇଥିଲେ ହେଁ ଜିଲ୍ଲାର ୧୪ଟି ବ୍ଲକ ମଧ୍ୟରୁ ମାତ୍ର ୮ଟି ବ୍ଲକକୁ ସାମିଲ କରାଯାଇ ବାକି ୬ଟି ବ୍ଲକକୁ ବାଦ୍‌ ଦିଆଯାଇଛି । ବାଦ୍‌ ପଡିଥିବା ଲୋଇସିଂହା, ଆଗଲପୁର, ବଲାଙ୍ଗିର, ପୁଇଁତଲା, ଟିଟିଲାଗଡ଼ ଓ ବଙ୍ଗୋମୁଣ୍ଡା ଏହି ୬ଟି ବ୍ଲକରେ ଆଦିବାସୀଙ୍କ ସଂଖ୍ୟା ଅନ୍ୟୁନ ୩୨ରୁ ୩୬ ପ୍ରତିଶତ, ଯେଉଁମାନଙ୍କ ଭାଷା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ ଅତି ନିବିଡ଼ ସମ୍ପର୍କ ରହିଛି । ଏହି ବ୍ଲକ ଗୁଡିକ ମୁଖ୍ୟତଃ ଗଣ୍ଡ, ସହରା, ମିର୍ଦ୍ଧା, କୁଡ଼ା, କନ୍ଧ, ଓରାମ, ମୁଣ୍ଡା ଜନଜାତି ବିଶିଷ୍ଟ ଅଞ୍ଚଳ ଅଟେ l ଏମାନଙ୍କର ଗ୍ରାମ୍ୟ ଦେବାଦେବୀ ପୀଠ, ଗୁଡି, ସୁଲିଆ ଓ ଧରଣୀ ପୀଠ, ପ୍ରଭୃତି ପୂଜା ତଥା ଜଙ୍ଗଲ ସୁରକ୍ଷା ନିହାତି ଆବଶ୍ୟକ ଅଟେ l ଲୋଇସିଂହା ବ୍ଲକର ଗ୍ରାମାଞ୍ଚଳ ଗୁଡିକରେ ବିଭିନ୍ନ ଜନଜାତି ଲୋକଙ୍କ ଦେବାଦେବୀ ପୀଠ ରହିଛି l ସ୍ଥାନୀୟ ଜନଜାତି ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ଉକ୍ତ ବ୍ଲକ ଗୁଡିକୁ ସାମିଲ କରିବା ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ, ଲୋଇସିଂହା ବ୍ଲକ ତରଫରୁ ଏହି ଅବସରରେ ସ୍ଥାନୀୟ ଲୋଇସିଂହା ଆଦିବାସୀ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘ ସଭାପତି ଶ୍ୟାମସୁନ୍ଦର ଭୋଇ, ବ୍ଲକ କାର୍ଯ୍ୟକାରୀ ସଭାପତି ଦଶରଥ ଛତ୍ରିଆ, ସମ୍ପାଦକ ଗୋପାଳ ପଧାନ, ଆଗଲପୁର ବ୍ଲକ ସଭାପତି ଭୁବନେଶ୍ୱର ଧରୁଆ ସମେତ ଲଳିତ ପୁଟା, ଫକୀର ପଧାନ, ପୂର୍ଣ୍ଣଚନ୍ଦ୍ର ଭୋଇ, ରୁକ୍ମଣ ଧରୁଆ, ଲାଲମନ ନାଗ, ସରୋଜ ପଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା