-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର: ପ୍ରସିଦ୍ଧ ଶୀତଲଷଷ୍ଠୀରେ ମହାଦେବଙ୍କ ବରଯାତ୍ରାରେ ଦୁଲକିଲା ପଦ୍ମପୁର ସହର

25-May-2023



ପଦ୍ମପୁର(ପ୍ରେରଣା ଖବର):  ବରଗଡ଼ ଜିଲ୍ଲା ପଦ୍ମପୁର ଶୀତଳଷଷ୍ଠୀ ଯାତ୍ରା ପାଇଁ ପଦ୍ମପୁର ସହର ଉତ୍ସବମୁଖର ହୋଇଉଠିଛି । ଦ୍ୱିତୀୟ ବର୍ଷରେ ପଦାର୍ପଣ କରିଥିବା ଏହି ଯାତ୍ରା ଚଳିତ ବର୍ଷ ଧୂମଧାମରେ ପାଳିତ ହେଉଛି । ପତରପେଣ୍ଡୀ ନିର୍ବନ୍ଧ ଓ ଦେବ ନିମନ୍ତ୍ରଣ ନୀତି ସମ୍ପନ୍ନ ପରେ ଗତକାଲି ରାତିରେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି । ଏଥିପାଇଁ ଯାତ୍ରା କମିଟି ତରଫରୁ ସଭାପତି ଭୋଜରାଜ ସିଂ ବରିହା, କାର୍ଯ୍ୟକାରିଣୀ ସଭାପତି ହରିଶଙ୍କର ଅଗ୍ରୱାଲ (ନବୁ), ସମ୍ପାଦକ ଅଚ୍ୟୁତାନନ୍ଦ ସେଠ, କୋଷାଧ୍ୟକ୍ଷ  ଆଶିଷ ବଂଶଲଙ୍କ ନେତୃତ୍ୱରେ କମିଟି କର୍ମକର୍ତ୍ତା ଓ ଭକ୍ତମାନେ ପ୍ରଭୁଙ୍କୁ ବର ବେଶରେ ସଜାଇଥିଲେ ।ପରେ ବରାତ ଶୋଭାଯାତ୍ରାରେ ମହାଦେବ ବିଜେ କରିଥିଲେ ।ଏହି ଶୋଭାଯାତ୍ରାରେ ସହରର ବିଭିନ୍ନ ଦେବାଦେବୀ ସାମିଲ ହୋଇଥିଲେ । ଶୋଭାଯାତ୍ରାରେ ବିଭିନ୍ନ ସ୍ଥାନରୁ ଆସିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଭକ୍ତଙ୍କ ଜୟଧ୍ବନୀରେ ସହର ପ୍ରକମ୍ପତ ହୋଇଥିଲା ।ରାସ୍ତାରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ । ବିଳମ୍ବିତ ରାତ୍ରୀରେ ପଣ୍ଡିତ ସରୋଜ ପାଣିଗ୍ରାହୀ, ଉଦୟ ନନ୍ଦ  ଦ୍ଵାରା ପୂଜାର୍ଚ୍ଚନା ଓ ମନ୍ତ୍ରପାଠ ପରେ ଶିବ ପାର୍ବତୀଙ୍କ ବିବାହୋତ୍ସବ ଅନୁଷ୍ଟିତ ହୋଇଥିଲା । ଦେବ ବିବାହକୁ ଦେଖିବା ପାଇଁ ରାତିତମାମ ଭକ୍ତମାନଙ୍କ ଭିଡ ଜମିଥିଲା ଓ ଉଜାଗର ରହିଥିଲେ।ଏଥର ପ୍ରଭୁ ରାମେଶ୍ୱର ବାବାଙ୍କ ପିତାମାତା ଭାବେ ଜିତେନ୍ଦ୍ର ଦାସ ଓ ତାଙ୍କ ଧର୍ମପତ୍ନୀ ଚିନ୍ମୟୀ ଦାସ ,ପାର୍ବତୀ ଦେବୀଙ୍କ ପିତାମାତା ଭାବେ ଆଶିଷ ବଂଶଲ ଓ ତାଙ୍କ ଧର୍ମପତ୍ନୀ ବର୍ଷା ବଂଶଲ ଦାୟିତ୍ୱ ତୁଲାଇଥିଲେ । ଆଜି ଏକ ବିରାଟ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାବା ରାମେଶ୍ୱର ଓ ଦେବୀ ପାର୍ବତୀଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା