-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ  ଅମଲାଙ୍କ ପ୍ରତି ରାଜ୍ଯ ସରକାରଙ୍କ ବୈମାତୃକ ମନୋଭାବ ପ୍ରତିବାଦ ତଥା ୨୪୦୦ ଟଙ୍କା ଗ୍ରେଡ ପେ ଦାବିରେ  ମେଡିକାଲ କର୍ମଚାରୀ ପିନ୍ଧିଲେ କଳା ବ୍ୟାଜ୍ 

26-May-2023



ବଲାଙ୍ଗିର : ଜିଲ୍ଲାସ୍ତରୀୟ କାର୍ଯ୍ୟରତ ଅମଲା ମାନଙ୍କ ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କ କ୍ରମାଗତ ଉଦାସୀନତା ପ୍ରତିବାଦରେ ବାଧ୍ୟ ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ରେ କାର୍ଯ୍ୟରତ ଅମଲା ମାନେ କଳା ବ୍ୟାଜ ପରିଧାନ କରିଛନ୍ତି l ପୂର୍ବ ନିର୍ଧାରିତ ନିଷ୍ପତ୍ତି କ୍ରମେ ଗତ ଏପ୍ରିଲ ମାସ ୨୧ ତାରିଖରେ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ରାଜ୍ୟର ୩୦ ଗୋଟି ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର

ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପୂରଣ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା l ଏଥିରେ ଏପ୍ରିଲ ୩୦ ତାରିଖ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ନ ପାଇବାରୁ ମଇ ମାସ  ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ମିଳିତ ମଞ୍ଚ  ରାଜ୍ୟ ଶାଖା ପକ୍ଷରୁ ଏକ ଚରମ ପତ୍ର ମୁଖ୍ୟ ଶାସନ ସଚିବ ଙ୍କୁ ପ୍ରଦାନ କରାଯାଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ  ରାଜ୍ୟ ସରକାରଙ୍କୁ ମେ ମାସ ୨୧ ତାରିଖ ସୁଦ୍ଧା ଜିଲ୍ଲା ସ୍ତରୀୟ ଅମଲା ଙ୍କ ଦାବି ପୂରଣ କରିବା ପାଇଁ ଅନୁରୋଧ କରାଯାଇଥିଲା l ଧାର୍ଯ୍ୟ ସମୟ ସୀମା ମଧ୍ୟରେ ରାଜ୍ଯ ସରକାର ଜିଲ୍ଲା ସ୍ତରୀୟ

ଅମଲା ମାନଙ୍କ ଦାବି ପୂରଣ ନେଇ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ମେ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରି କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି l  ୨୪୦୦ ଟଙ୍କା ଗ୍ରେଡ୍ ପେ  ଦାବି ରେ ଏହି ଅମଲା ମାନେ କଳା ବ୍ୟାଜ୍ ପରିଧାନ କରିଛନ୍ତି l ଏହାସତ୍ବେ  ଯଦି ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କରନ୍ତି  ତେବେ  ଆସନ୍ତା ଜୁନ ଏକ ତାରିଖ ଠାରୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟି ରେ ଯିବେ ବୋଲି ମେଡିକାଲ କର୍ମଚାରୀ ମାନେ  ଛୁଟି ରେ ଯିବେ ବୋଲି ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like