-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଡାକ୍ତରଖାନାରେ ନାହାନ୍ତି ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ,  ଚିନ୍ତାରେ ଅଞ୍ଚଳର ଗର୍ଭବତୀ 

26-May-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ସଦର ମହକୁମାରୁ ପ୍ରାୟ ୧୦୦ କିଲୋମିଟର ଦୂର ନୁଆପଡା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ସୀମାନ୍ତରେ ଥିବା ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଶ୍ରୀହୀନ ହୋଇପଡିଛି। ପୁରା ବଙ୍ଗୋମୁଣ୍ଡା ବ୍ଲକ ତଥା ତିନୋଟି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳର ରୋଗୀମାନଙ୍କ ତଥା ନିକଟରେ ଥିବା

୧୬ ନମ୍ବର ରାଜ୍ଯ ରାଜପଥ ଓ ୪୨ ନମ୍ବର ରାଜ୍ଯ ରାଜପଥ ରେ କୌଣସି ଦୁର୍ଘଟଣା ହେଲେ ପ୍ରଥମେ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ହିଁ ସାହା ଭରସା। କିନ୍ତୁ ଏବେ ଏ ଅଞ୍ଚଳର ଗୁରୁତ୍ୱ ବହନ କରୁଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଅଭାବ ରୁ ଶ୍ରୀହୀନ ହୋଇ ପଡିଛି। କିଛି ବର୍ଷ ତଳେ ଏହି ସ୍ବାସ୍ଥ୍ୟକେନ୍ଦ୍ର ର ଅବସ୍ଥା ବିଷୟରେ ବିଭିନ୍ନ ଗଣମାଧ୍ୟମ ରେ ବାରମ୍ବାର ଖବର ପରିବେଷଣ ହୋଇଥିଲା। ଏବଂ ସାମ୍ବାଦିକ ଅନିଲ କୁମାର ତ୍ରିପାଠୀ ଏ ବିଷୟରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ଶ୍ରୀ ସାଲୁଜା ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ କିଶୋର ଦାସଙ୍କ  ବଲାଙ୍ଗୀର ଗସ୍ତ ସମୟରେ ସିନ୍ଧେକେଲା ଅଞ୍ଚଳର ଲୋକଙ୍କ ସହ ନିଜେ ବିଧାୟକ ଶ୍ରୀ ସାଲୁଜା ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପଦବୀ ପୂରଣ ପାଇଁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ସ୍ବର୍ଗତ ମନ୍ତ୍ରୀ ଶ୍ରୀ ଦାସ ତୁରନ୍ତ

ବିଭାଗୀୟ ଅଧିକାରୀଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। କିଛିଦିନ ପରେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଜଣେ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ରମାକାନ୍ତ ସାହୁଙ୍କ ପୋଷ୍ଟିଂ ହେବାସହ କିଛି ମାସ ପରେ ଜଣେ ଏମବିବିଏସ ଡାକ୍ତର ପ୍ରମୋଦ କୁମାର ବାରିକଙ୍କ ପୋଷ୍ଟିଂ ହୋଇଥିଲା। କିନ୍ତୁ କିଛିବର୍ଷ ସବୁ ଠିକଠାକ ଚଳିବା ପରେ ଚଳିତ ମାସ ହଠାତ ଦୁଇଜଣ ଡାକ୍ତର ଙ୍କ ବଦଳି କରି ଦିଆଯାଇଛି। ପ୍ରକାଶ ଥାଉକି ସିନ୍ଧେକେଲା ସ୍ବାସ୍ଥ୍ୟକେନ୍ଦ୍ର ରେ କେବଳ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ଗୋଟିଏ ବର୍ଷରେ ପ୍ରାୟ ୧୦୦୮ ଡେଲିଭରି ହୋଇପାରିଥିଲା ଏଥିରୁ ସ୍ପଷ୍ଟ ଯେ ଏହି ହସ୍ପିଟାଲ ଏ ଅଞ୍ଚଳ ପାଇଁ କେତେ ନିର୍ଭରଶୀଳ। କିନ୍ତୁ ଏବେ ଗର୍ଭବତୀ ମାଁ ମାନେ ଚିନ୍ତାରେ। ଗୋଟିଏ ମାତ୍ର ନିୟମିତ ଡାକ୍ତରଙ୍କୁ ନେଇ ଏ ଅଞ୍ଚଳର ସ୍ବାସ୍ଥ୍ୟସେବା କିପରି ହୋଇପାରିବ। ସେ ନେଇ ଜନସାଧାରଣଙ୍କ ମଧ୍ଯରେ ଅସନ୍ତୋଷ ଦେଖାଦେଇଛି। ତେଣୁ ଯଥାଶୀଘ୍ର ଡାକ୍ତର ପଦବୀ ପୂରଣ ପାଇଁ ସବୁ ମହଲରୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like