-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପୌରପାଳିକାରେ ନିର୍ବାହୀଅଧିକାରୀଙ୍କ ଯୋଗଦାନ

29-May-2023



ବଲାଙ୍ଗୀର(ପ୍ରେରଣା ଖବର))ଆଜି ବଲାଙ୍ଗୀର ପୌରପାଳିକାରେ ନୂତନନିର୍ବାହୀଅଧିକାରୀ ଭାବରେ ବିଶ୍ୱମ୍ବର ମିଶ୍ର ଯୋଗଦେଇଛନ୍ତି । ପ୍ରଥମେ ବଲାଙ୍ଗୀର ଜିଲ୍ଲାପାଳଙ୍କ ପାଖରେ ଯୋଗଦେଇ ପରେ ଏଠାରେ ଦାୟୀତ୍ୱରେ ଥିବା ନିର୍ବାହୀଅଧିକାରୀ ତଥା ବଲାଙ୍ଗୀର ତହସିଲଦାର ଡ.ପୁଷ୍ପାଞ୍ଜଳି ପଣ୍ଡାଙ୍କଠାରୁ ସେ ଦାୟୀତ୍ୱ ନେଇଛନ୍ତି । ଏହା ପୂର୍ବରୁ ସେ ଭବାନୀପାଟଣା ପୌରପାଳିକା  ଓ ଜୁନାଗଡ ଏନଏସିରେ ନିର୍ବାହୀଅଧିକାରୀ ରହିଥିଲେ ।  ବଲାଙ୍ଗୀର ପୌରପାଳିକାରେ ଗତ କିଛିମାସ ହେଲା ପୌରାଧ୍ୟକ୍ଷା ଓ ନିର୍ବାହୀଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ଅଭାବରୁ ଅଚଳାବସ୍ଥା ସୃଷ୍ଟି ହୋଇଥିଲା । ଗତ ୨୦୨୨ରେ ସାମ୍ମି ଜୟଶ୍ରୀ ରେଡ୍ଡୀ ଯୋଗଦେବା ପରେ କାଉନସିଲରଙ୍କ ସହିତ ତାଙ୍କର ଠିକରେ ପଟୁନଥିଲା । ଫଳରେ ଅନେକ କାମରେ ଅସୁବିଧା ହେଉଥିଲା । ପୌରପାଳିକାର ଅଧ୍ୟକ୍ଷା ଲିକା ସାହୁ ଓ ଅନ୍ୟାନ୍ୟ କାଉନସିଲରମାନେ ନିର୍ବାହୀଅଧିକାରୀ ସାମ୍ମି ଜୟଶ୍ରୀ ରେଡ୍ଡୀଙ୍କ ବଦଳି ପାଇଁ ସହରାଞ୍ଚଳ ବିକାଶ ମନ୍ତ୍ରୀଙ୍କ ପାଖରେ ଦାବି କରିଥିଲେ । ଫଲରେ ବିଭାଗ ଶ୍ରୀମତୀ ରେଡ୍ଡୀଙ୍କୁ ସମ୍ବଲପୁର ମହାନଗରନୀଗମକୁ ବଦଳି କରିଥିଲେ । ତାଙ୍କ ସ୍ଥାନରେ ୭ଦିନ ପାଇଁ ବଲାଙ୍ଗୀର ତହସିଲଦାର ଡ.ପୁଷ୍ପାଞ୍ଜଳି ପଣ୍ଡା ଦାୟୀତ୍ୱରେ ରହିଥିଲେ । ତଜସିଲଦାରଙ୍କୁ ପୌରପାଳିକା ଦାୟୀତ୍ୱ ଦିଆଯାଇଥିବାରୁ ଉଭୟ ଦାୟୀତ୍ୱ କିଭଲି ତୁଲାଇବେ ବୋଲି ଲୋକଙ୍କ ମଧ୍ୟରେ ଚିନ୍ତା ବଢିଯାଇଥିଲା । ଊଭୟ ପଦବୀରେ ସିଧାସଳଖ ଲୋକସମ୍ପର୍କ ଓ ୱାର୍କଲୋଡ ରହିଛି । ସେହି ଦୃଷ୍ଟିରୁ  ଅସୁବିଧା ହେବାର ଆଶଂକା ରହିଥିଲା । ଏବେ ଶ୍ରୀ ମିଶ୍ରଙ୍କ ଯୋଗଦାନ ପରେ ସେହି ଆଶଂକା ଦୂର ହୋଇଛି । ନିୟମିତ ପୌରନିର୍ବାହୀଅଧିକାରୀ ଆସିଥିବାରୁ ଲୋକଙ୍କ ସମସ୍ୟାଗୁଡିକ ସହିତ ବିକାଶମୂଳକ କାମଗୁଡିକ ଅଅଗେଇ ପାରିବ ବୋଲି ଆଶା କରାଯାଉଛି । ଆଜି ସେ ଯୋଗଦେବାପରେ ପୌରାଧ୍ୟକ୍ଷା,କାଉନସିଲରଗଣ ଓ କର୍ମଚାରୀମାନେ ତାଙ୍କୁ ସ୍ୱାଗତ କରିଛନ୍ତି । ଲୋକଙ୍କ ସମସ୍ୟାଗୁଡିକ ସମାଧାନ କରିବା ଓ ସରକାରଙ୍କ ଯୋଜନାଗୁଡିକ ସଫଳ କରାଇବାକୁ ଉଦ୍ୟମ କରିବେ ବୋଲି ତାଙ୍କ ପ୍ରତିକ୍ରୀୟାରେ ନିର୍ବାହୀଅଧିକାରୀ ଶ୍ରୀ ମିଶ୍ର କହିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like