-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ  ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

29-May-2023



ବଲାଙ୍ଗିର(ଦେବାଶିଷ ବହିଦାର):  ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ଖପ୍ରାଖୋଲ ବ୍ଲକ କାର୍ୟାଳୟ ଠାରେ  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ପାଟଣାଗଡ  ଉପ ଜିଲ୍ଲାପାଳ ଡ଼

ବିଜୟାନନ୍ଦ ସେଠୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ଖପ୍ରାଖୋଲ   ବିଡିଓ ବିଜୟ କୁମାର ହୋତା ,  ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର , ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତିର୍ମୟ ଭୁକ୍ତା , ଉପଖଣ୍ଡ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ  ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୬୬ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୫୪    ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୨   ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ  ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ  ୩ ଜଣ  ଭିନ୍ନକ୍ଷମ ଙ୍କୁ ଟ୍ରାଇ ସାଇକେଲ ,୪ ଜଣ ଭିନ୍ନକ୍ଷମ ଙ୍କୁ ହ୍ଵିଲ ଚେୟାର ,ଜଣଙ୍କୁ ସ୍ମାର୍ଟ ଫୋନ ଏବଂ ଜଣଙ୍କୁ ସିପି ଚେୟାର ପ୍ରଦାନ କରାଯାଇଥିବା ବେଳେ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ବେନ୍ଦେର ଗ୍ରାମର ହେମାଙ୍ଗୀନୀ ପଧାନ  ଙ୍କୁ ଜୀବନ ଜୀବିକା ସହାୟତା ବାବଦରେ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ଅନୁମୋଦନ କରାଯାଇଥିଲା । ସେହିପରି ୫ ଜଣ ହିତାଧିକାରୀ

ଙ୍କୁ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନୂତନ ଭାବେ ମଞ୍ଜୁର କରାଯାଇ ବିଧବା ଭତ୍ତା, ବାର୍ଦ୍ଧକ୍ୟ ଭତ୍ତା ମଞ୍ଜୁରୀ ପତ୍ର  ପ୍ରଦାନ କରାଯାଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଖପ୍ରାଖୋଲ  ବ୍ଲକ ଅନ୍ତର୍ଗତ ମୁହୁରୁଣ୍ଡି ଗ୍ରାମର  ପ୍ରେମାନନ୍ଦ ପଧାନ ଙ୍କୁ ୧୫  ହଜାର ଟଙ୍କା, ପତ୍ରାପାଲି ଗ୍ରାମର ଚିନ୍ତାମଣି ଛତରଙ୍କୁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ଅନୁମୋଦନ  କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like