-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କୁଟାସିଂହା ରେ ବିପୁଳ ପରିମାଣର ମହୁଲ ପୋଚ ଜବତ

30-May-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ଗ୍ରାମର କିଛି ଲୋକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗ୍ରାମର କିଛିଦୂର ଏକ ନିଛାଟିଆ ଘର ଭିତରୁ ବିପୁଳ ପରିମାଣର ମହୁଲ ପୋଚ ସହ କିଛି ଇଲେକ୍ଟ୍ରି ତାର ଓ ପାଣିପାଇପ ଜବତ କରିଛନ୍ତି l ଗ୍ରାମବାସୀ ଚଢ଼ାଉ ସମୟରେ ଗ୍ରାମର ପ୍ରକାଶ ବେହେରା, ଲକ୍ସମନ ପାତ୍ର, ଭୀମ ମେହେର, ନେହରୁ ପାତ୍ର ଉପସ୍ଥିତ ରହି ସଂଗେ ସଂଗେ ଗ୍ରାମବାସୀ ଙ୍କୁ ଖବର ଦେଇଥିଲେ l ଖବର ପାଇ ଗ୍ରାମର ସରପଞ୍ଚ, ସମିତି ସଭ୍ୟ, ଗ୍ରାମ୍ୟ କମିଟି ଓ ଗ୍ରାମର ଶତାଧିକ ଲୋକ ଉକ୍ତ ସ୍ଥାନକୁ ପହଂଚି ଘର ଭିତରେ ବିପୁଳ ପରିମାଣର ମହୁଲ ପୋଚ ଦେଖିବାକୁ ପାଇଥିଲେ l ଏହାପରେ ସାଲେଭଟା ଫାଣ୍ଡି ଓ ଲୋଇସିଂହା ଥାନାକୁ ଖବର ଦେଇଥିଲେ l ଖବର ପାଇ ସାଲେଭଟା ଫାଣ୍ଡି ଅଧିକାରୀ ରବୀନ୍ଦ୍ର କୁମ୍ଭାର ଓ ଲୋଇସିଂହା ଥାନାରୁ ଏକ ପୋଲିସ ଟିମ ଘଟଣା ସ୍ଥଳକୁ ପହଂଚିଥିଲେ l  ସତ କୁ ସତ ଉକ୍ତ ସ୍ଥାନରେ ବିପୁଳ ପରିମାଣରେ ମହୁଲ ପୋଚ ଓ କିଛି ଇଲେକ୍ଟ୍ରି ତାର ଓ ପାଣିପାଇପ ଘର ଭିତରେ ରଖା ହୋଇଥିବା ସହ ଏହି ଘରକୁ ଚୋରା ବିଦ୍ୟୁତ ସଂଯୋଗ ହୋଇଥିବା ଦେଖିବାକୁ ପାଇଥିଲେ l ସଂଗେ ସଂଗେ ବିଦ୍ୟୁତ ବିଭାଗ କୁ ଜଣାଇବା ପରେ ବିଦ୍ୟୁତ ବିଭାଗ କର୍ମଚାରୀ ପହଂଚିଥିଲେ l 

ଜିଏବି ଏହି ଚୋରା ବିତ୍ୟୁତ କାରବାର ରେ ସମ୍ପୃକ୍ତ ଅଛନ୍ତି ତା ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯନ୍ତ୍ରୀ ପ୍ରକାଶ କରିଛନ୍ତି l ଯୋଉ ଘରେ ଏସବୁ ମିଳିଲା ଘର ମାଲିକ ଙ୍କ ନାମ ପରମେଶ୍ୱର ସୁନା, ତାଙ୍କ ଦୁଇ ପୁତ୍ର କୁଞ୍ଜବିହାରୀ ସୁନା ଓ ବ୍ରଜ ସୁନା ଯାହାକୁ ପୋଲିସ ବର୍ତ୍ତମାନ ଅଟକ ରଖିଛି l ଗ୍ରାମବାସୀ ଙ୍କ କହିବାନୁଯାୟୀ ପାଖାପାଖି ୬ କୁଇଣ୍ଟାଲ ରୁ ଅଧିକ ମହୁଲ ପୋଚ ହେବବୋଲି ପ୍ରକାଶ କରିଛନ୍ତି l ଏସବୁଥିର ମାଷ୍ଟର ମାଇଣ୍ଡ କୁଟାସିଂହା ଗ୍ରାମର ସୁବାଷ ଭୁଏ, ପିତା. ରୋହିତ ଭୁଏ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି l ମାତା ଉରକୁଲି ଭୁଏ ଯିଏକି କୁଟାସିଂହା ପଂଚାୟତ ର ନାଏବ ସରପଞ୍ଚ ଅଛନ୍ତି l ଏସବୁ ସମସ୍ତ ବିଷୟରେ ଗ୍ରାମବାସୀ ଙ୍କ ଠାରୁ ପ୍ରତିକ୍ରିୟା ନେଇଛୁ l ପୋଲିସ ଓ ଅବକାରୀ ବିଭାଗ ର ପ୍ରତିକ୍ରିୟା ନେବାକୁ ଚେଷ୍ଟା କଲୁ ହେଲେ ପ୍ରତିକ୍ରିୟା ଦେବାକୁ ସେମାନେ ମନାକଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like