-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ କଟକର କବି ସମ୍ବର୍ଦ୍ଧିତ 

30-May-2023



କଟକ (ପ୍ରେରଣା ଖବର ): ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ  ଭୁବନେଶ୍ୱର ସ୍ଥିତ ତେରlପନ୍ଥ ଭବନ ଠାରେ ତୃତୀୟ ପ୍ରାନ୍ତୀୟ ଅଧିବେଶନ ଓ କବିସମ୍ମିଳନୀ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗଦୀଶ ମିତ୍ତଲ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ହୋଇଯାଇଛି।। ଏହି କବି ସମ୍ମିଳନୀ ରେ କଟକ ର କବି ମାନେ ଜିଲ୍ଲା ସଂଯୋଜିକl  ଲେଖିକା ମୀରା ବେଉରା ଙ୍କ ନେତୃତ୍ୱରେ କବି  ଡ଼ଃ ବୈଜୟନ୍ନ୍ତି ମାଲା ଶତପଥୀ, ପ୍ରଦୀପ ବେଉରିଆ, ମାଧୁରୀ ମହାନ୍ତି, ନମିତା ମହାନ୍ତି, ସଫଳl ଦାସ, ପୁଷ୍ପକାନ୍ତି ମହାନ୍ତି, କୁନଲତା ତ୍ରିପାଠୀ, ରାଜକିଶୋର ସ୍ୱାଇଁ, ଅପର୍ଣା ମିଶ୍ର, ମଧୁସ୍ମିତା ମିଶ୍ର, ଦେବସ୍ମିତା ଦାଶ, ରିୟା ଗୋୟଲ୍, ରୀତା ଝା, ସଚ୍ଚିଦାନନ୍ଦ କର ପ୍ରମୁଖ କବିତା ପାଠ କରି ରାଜ୍ୟ ସ୍ଥରରେ ସମ୍ବର୍ଦ୍ଧିତ ହୋଇଥିଲେ।। ପରବର୍ତ୍ତୀ ଅଧିବେଶନରେ ଓଡ଼ିଶା ରାଜଭବନ ଠାରେ ଆୟୋଜିତ ହୋଇଥିବା ଅଖିଳ ଭାରତୀୟ କବିସମ୍ମିଳନି ରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାରତ ର ବିଭିନ୍ନ ପ୍ରାନ୍ତରୁ ଆସିଥିବା କବି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।। ରାଜ୍ଯ ମହମନ୍ତ୍ରି କବି ପୁଷ୍ପା ସିଂହି, ରାଜ୍ୟ  ବିଶୋଇ, ପ୍ରନ୍ତ୍ନୀୟ ପ୍ରଭାରୀ ସାକ୍ଷୀ ଗୋପାଲ ପଣ୍ଡା, ଅନିତା ଭlବସୀଙ୍ଗା, ଜିଲ୍ଲା ମିଡିଆ ପ୍ରଭାରୀ ବ୍ୟଙ୍ଗ କବି ଲକ୍ଷ୍ମୀଛଡ଼ା,  ସହ ସଂଯୋଜିକା ରିମଝିମ୍ ଝା, ପ୍ରମୁଖ ସମ୍ମିଳନୀରେ ।।ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ।। ରାଜ୍ୟ ମିଡ଼ିଆ ପ୍ରଭାରୀ ସବ୍ୟସାଚୀ ବିଷୋୟୀ ଧନ୍ୟବାଦ ଅର୍ପଣ କରିଥିଲେ ।। ଶେଷରେ ମହାମହିମ ରାଜ୍ୟପାଳ ଙ୍କ ସହ ରାଜଭବନ ଠାରେ ସମସ୍ତେ ରାତ୍ର ଭୋଜନ କରିଥଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like