-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବୁଦୁଲା କୃଷି ସେବା ସମବାୟ ସମିତି ରେ ନୂତନ କାର୍ଯ୍ୟାଳୟ ଉଦଘାଟିତ

31-May-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନୀ ମଣ୍ଡଳୀ ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା କୃଷି ସେବା ସମବାୟ ସମିତି ରେ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି l ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଶ୍ରୀଯୁକ୍ତ ସ୍ମାରକ ରଞ୍ଜନ ମିଶ୍ର ଯୋଗ ଦେଇଥିଲେ l ଶ୍ରୀ ସ୍ମାରକ ରଞ୍ଜନ ମିଶ୍ର ନଡିଆ ବାଡେଇ ଶୁଭ ଉଦ୍ଘାଟନ କରିଥିଲେ l ସମ୍ମାନନୀୟ ଅତିଥି ଭାବରେ ଜିଲ୍ଲା ଡିଆରସିଏସ ଶ୍ରୀମତୀ ଦମୟନ୍ତୀ ସିଂ, ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ  ଭୁବନେଶ୍ୱର ଓଡ଼ିଶା ଶ୍ରୀଯୁକ୍ତ ଅକ୍ଷୟ କୁମାର ରାଉତ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ୍ ଶ୍ରୀଯୁକ୍ତ ହରିଶ୍ଚନ୍ଦ୍ର ଦାସ୍ ଉପସ୍ଥିତ ଥିଲେ। ତା ସଙ୍ଗେ ସଙ୍ଗେ ସମିତିର ସଭାପତି ଶ୍ରୀଯୁକ୍ତ ଚିନ୍ତାମଣି ଭୋଇ,ଉପ ସଭାପତି ଶ୍ରୀମତୀ ରିନା ଦାସ ମଧ୍ୟ ଉପସ୍ଥିତ ଥିଲେ l ସମିତିର ସମସ୍ତ ନିର୍ଦ୍ଦେଶିକା ନିର୍ଦ୍ଦେଶକ ଯୋଗ ଦେଇଥିଲ, ସେମାନେ ହେଲେ ଶ୍ରୀମତୀ ପୁଷ୍ପଲତା ଭୋଇ, ଭାରତୀ ମହିଶାଲ, ସୁନୀତା ପାଧାନ୍,ଦାଫେ ବିଶ୍ଵାଳ, ଅସ୍ଵସ୍ଥମା ପଧାନ ଜୟଦେବ ସ୍ୱାଇଁ, ମଧୁ ପଧାନ, ନକୁଳ ସାହୁ, ଘଷିଆ କୁମ୍ଭାର,କୁଶ ସା, ପାଣୁ ସାହୁ ଓ ସମିତିର ସମ୍ପାଦକ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର୍ ଗଡ଼ତୀଆ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ l

ଡୁଡ଼ୁକା କୋ ଅପରେଟିଭ୍ ବ୍ୟାଙ୍କ୍ ର ନୂତନ ବ୍ୟାଙ୍କ୍ ମ୍ୟାନେଜର ଶ୍ରୀ ପ୍ରଶାନ୍ତ କୁମାର୍ ପଣ୍ଡା ସମ୍ବାନନୀୟ ଅତିଥି ଭାବରେ ଯୋଗଦେଇ ଥିଲେ l ସର୍ବ ପ୍ରଥମେ ସମସ୍ତ ଅତିଥି ମାନଙ୍କୁ ବାଜା ବଜେଇ ଫୁଲମାଳ ଦେଇ ସ୍ବାଗତ କରି ପାଛୋଟି ଅଣା ଯାଇଥିଲା l ସଭା ଆରମ୍ଭରେ ସମସ୍ତ ଅତିଥିଙ୍କୁ  ଉପ ଢଉକନ ଦେଇ ସମ୍ମାନିତ କରାଯାଇଥିଲା l ଏହି ଉଦ୍ଘାଟନୀ ସଭାକୁ ସମିତି ର ସଭାପତି ଶ୍ରୀ ଚିନ୍ତାମଣି ଭୋଇ ସଭାପତିତ୍ବ କରିଥିଲେ l ଉକ୍ତ ସଭାରେ ଶହ ଶହ ସଂଖ୍ୟାରେ ଗ୍ରାମବାସୀ ଓ ଚାଷୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ l ସମସ୍ତ ଅତିଥିମାନେ ସମିତି ର ସଭାପତି ଶ୍ରୀ ଚିନ୍ତାମଣି ଭୋଇଙ୍କୁ ଖୁଵ ପ୍ରଶଂସା କରିଥିଲେ l ତାଙ୍କର ପ୍ରଚେଷ୍ଟା ରେ ଏକ ସୁନ୍ଦର ପରିବେଶ ଭରା କାର୍ଯ୍ୟାଳୟ ହୋଇଥିବାରୁ ସବୁ ଅତିଥି ତାଙ୍କୁ ଧନ୍ୟବାଦ୍ ଦେଇଥିଲେ l ସଭା ଶେଷରେ ସମିତି ରେ ଏକ ବୃକ୍ଷ ରୋପଣ କାର୍ଯକ୍ରମ ଅତିଥି ଙ୍କ ଦ୍ୱାରା କରା ଯାଇଥିଲା l ସଭାପତିଙ୍କ ଏପରି କାର୍ଯ୍ୟକୁ ଦେଖି ଅଞ୍ଚଳବାସୀ ସାଧୁବାଦ୍ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like