-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||     

HOME   ଅପରାଧ

NCBକୁ ବଡ଼ ସଫଳତା; ଗିରଫ ହେଲା ମୁମ୍ବାଇର ବଡ଼ ଡ୍ରଗ୍ସ ସପ୍ଲାୟର୍

09-Dec-2020



(ପ୍ରେରଣା ଖବର) ମୁମ୍ବାଇ: NCBର ମୁମ୍ବାଇ ଶାଖାକୁ ବଡ଼ ସଫଳତା। ମୁମ୍ବାଇର ଜଣେ ବଡ ଡ୍ରଗ୍ ସପ୍ଲାୟର୍ ଆଜମ୍ ଶେଖ୍‌ ଜୁମନକୁ ଗିରଫ କରିଛି ଏନ୍‌ସିବି। ଏନ୍ସିବି ପକ୍ଷରୁ ଆଜମ୍‌ର ମୁମ୍ବାଇ ମିଲ୍ଲତ ନଗରସ୍ଥିତ ଘରେ ଚଢାଉ ହୋଇଥିଲା।  ତା ଘରୁ ପାଖାପାଖି କୋଟିଏ ଟଙ୍କାର ଡ୍ରଗ୍, ଅଫିମ୍ ସମେତ ୧୩ ଲକ୍ଷ ଟଙ୍କା ନଗଦ ଜବତ ହୋଇଛି। ଗତକାଲି ରାତିରେ ଆଜମ୍ ଶେଖର ସହଯୋଗୀ ରିଗଲ୍ ମହାକାଲ୍ ଓରଫ୍ ଜିତେନ୍ଦ୍ର ଜୈନ୍‌କୁ ଗିରଫ କରାଯାଇଥିଲା। ରିଗଲ୍ ମହାକାଲ ଆଜମ୍ ଶେଖର ପତ୍ତା ପାଇ ଏନ୍‌ସିବି ତା ଘରେ ଚଢ଼ାଉ କରିଥିଲା। ଏନ୍‌ସିବି ଜବତ କରିଥିବା ୫ କେଜି ଗଞ୍ଜେଇ ଓ ଅନ୍ୟାନ୍ୟ ନିଷାଦ୍ରବ୍ୟ, ଯାହାର ଦାମ୍ ୨.୫ କୋଟି. ସ୍ଥାନୀୟ ପୋଲିସ ଓ ଏନ୍‌ସିବିର ୪ ଜଣିଆ ଟିମ୍ ମିଳିତ ଭାବେ ଏହି ଚଢ଼ାଉ କରିଥିଲେ। ପାଖାପାଖି ୭ ଘଣ୍ଟାର ସର୍ଚ୍ଚ ଅପରେସନ୍ ପରେ ଆଜମ୍ ଘରୁ ଅଢ଼େଇ କୋଟି ଟଙ୍କାର ମଲାନା କ୍ରିମ୍, ବହୁ ପରିମାଣର ଅଫିମ୍ ଓ ପାର୍ଟି ଡ୍ରଗ୍ ଜବତ ହୋଇଛି। ଜିତେନ୍ଦ୍ର ଜୈନ୍ ଉରଫ୍ ରିଗଲ ମହାକାଲ୍‌କୁ ୨ ଦିନିଆ ଏନ୍‌ସିବି କଷ୍ଟୁଡିରେ ପଠାଯାଇଥିବା ବେଳେ ଆସନ୍ତାକାଲି ଆଜମ୍ ଶେଖକୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026

You Might Also Like