-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଡାହାଣୀ ସନ୍ଦେହରେ ହତ୍ୟା ,ନିର୍ଯ୍ୟାତନା ନିଷେଧକ ଆଇନ -୨୦୧୩ ର କାର୍ଯ୍ୟକାରିତା ସମ୍ପର୍କିତ କାର୍ମଶାଳା

31-May-2023



ବଲାଙ୍ଗିର (ପ୍ରେରଣା ଖବର )
 ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସମାଜ ମଙ୍ଗଳ  ବିଭାଗ ଆନୁକୁଲ୍ୟରେ ଡାହାଣୀ ସନ୍ଦେହରେ ହତ୍ୟା ,ନିର୍ଯ୍ୟାତନା ନିଷେଧକ ଆଇନ -୨୦୧୩ ର କାର୍ଯ୍ୟକାରିତା ସମ୍ପର୍କିତ ଏକ କର୍ମଶାଳା ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । କର୍ମଶାଳାରେ ଉଦବୋଧନ ଦେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ କହିଥିଲେ ଯେ ଏକବିଂଶ ଶତାବ୍ଦୀର  ବିକାଶଶୀଳ ଦେଶ ଭାରତରେ ଡାହାଣୀ ସନ୍ଦେହ କରି ସ୍ତ୍ରୀଲୋକମାନଙ୍କ ଉପରେ ନାନା  ରକମର ଅତ୍ୟାଚାର ଓ ସାମୁହିକ ଆକ୍ରମଣ ତଥା ହତ୍ୟାକାଣ୍ଡ ଏକ କଳଙ୍କ । ଏହି କଳଙ୍କିତ ବିଷୟକୁ ଦୂର କରିବାକୁ ସରକାର  ଡାହାଣୀ ସନ୍ଦେହରେ ହତ୍ୟା ନିଷେଧକ ଆଇନ ୨୦୧୩ ପ୍ରଣୟନ କରିଛନ୍ତି। ଏହି ଆଇନ ସଂପର୍କ ରେ ସାମାଜିକ ସଚେତନତା ଯେତିକି ଆବଶ୍ୟକ, ତାଠାରୁ ସମାଜରେ ନାରୀ ଶିକ୍ଷାର ଉନ୍ନତି,ସଂସ୍କାର ଓ ସାମାଜିକ ସଚେତନତା  ବେଶୀ ଜରୁରୀ । ସାମାଜିକ ଜୀବନରେ  ନାରୀକୁ ତାର ପ୍ରକୃତ ସମ୍ମାନ  ପ୍ରଦାନ ସହ ଅଶିକ୍ଷା ,କୁସଂସ୍କାର ର ଦୂର କରାଯାଇପାରିଲେ ଡାହାଣୀ ସନ୍ଦେହ ହେବନାହିଁ ଓ ନାରୀ ନିର୍ଯାତନା ହେବ ନାହିଁ  ବୋଲି ସେ ମତବ୍ୟକ୍ତ କରିଥିଲେ । କର୍ମଶାଳାରେ ଡିଏସପି ଲକ୍ଷ୍ମୀ ନାରାୟଣ ମାରାଣ୍ଡି , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ତୁଷାରକାନ୍ତ ଠାକୁର , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ପ୍ରମୁଖ ଯୋଗଦେଇ ଡାହାଣୀ ସନ୍ଦେହ ଭଳି ଏକ କଳଙ୍କିତ ବିଷୟ କୁ ସମାଜରୁ ଦୂର କରିବା ନିମନ୍ତେ ତୃଣମୂଳ ସ୍ତରରେ ବ୍ୟାପକ ଜନସଚେତନତା ସହ ଏ ସମ୍ପର୍କିତ ଆଇନଗତ ଦିଗ ଉପରେ ଆଲୋଚନା କରିଥିଲେ । କର୍ମଶାଳାରେ ଅଧ୍ୟାପକ ସନ୍ଦୀପ କୁମାର କୁଅଁର  ରିସୋର୍ସ ପାର୍ସନ ଭାବେ ଯୋଗଦେଇ ସାମାଜିକ ଦିଗ ଓ ସମାଜ, ଶିକ୍ଷା ତଥା ଏ ସମ୍ପର୍କରେ ଥିବା ଅନ୍ଧବିଶ୍ଵାସ  ସଂପର୍କ ରେ ସମସ୍ତଙ୍କୁ ବୁଝାଇଥିବା ବେଳେ ଡାହାଣୀ ସନ୍ଦେହରେ ହତ୍ୟା ନିଷେଧକ ଆଇନ ୨୦୧୩ ରେ ଥିବା ବିଭିନ୍ନ  ଆଇନଗତ ପ୍ରାବଧାନ ସଂପର୍କ ରେ ରିସୋର୍ସ ପାର୍ସନ ଭାବେ ଉପସ୍ଥିତ ଥିବା  ନନ୍ଦକିଶୋର ଷାଣ୍ଢ ପାୱାର ପଏଣ୍ଟ ମାଧ୍ୟମରେ ଉପସ୍ଥାପନ କରି ସବିଶେଷ ବୁଝାଇଥିଲେ। ଏ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉପରେ ସେମାନେ  ଗୁରୁତ୍ଵ ପ୍ରଦାନ କରିବା ସହ ଗ୍ରାମ ର ମୁଖିଆ ,ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ,ନାଗରିକ କମିଟି ,ମହିଳା ସଂଗଠନ ,ଯୁବକ ସଂଘ ଆଦି ର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ  ଅଧିକାରୀ ସୁରମା ସେଠୀ ଡାହାଣୀ ସନ୍ଦେହରେ ହତ୍ୟା ନିଷେଧକ ଆଇନ ୨୦୧୩ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିବାବେଳେ ଜିଲ୍ଲା ପରାମର୍ଶଦାତା ସନ୍ଧ୍ୟାରାଣୀ ପତି କାର୍ମଶାଳା ପରିଚାଳନା କରିଥିଲେ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ଶୁଭଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା