-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଚିପିଲିମା କ୍ରୁଷି ଓ ଉଦ୍ଯାନ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ, ସମୟର ଉଚିତ ଉପଯୋଗ କରିବାକୁ ପରାମର୍ଶ I

01-Jun-2023



ଚିପିଲିମା,( ସଂଜୀବ ପାଣିଗ୍ରାହୀ )
 ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଅଧିନସ୍ଥ କୃଷି ଏବଂ ଉଦ୍ୟାନ କୃଷି ମହାବିଦ୍ୟାଳୟର ବାର୍ଷିକ ଉତ୍ସବ "ଅଦ୍ ଭିତୀୟ ୨୦୨୩" ଉତ୍ସାହ ଉଦ୍ଧିପନା  ମଧ୍ଯରେ ଅନୁଷ୍ଠିତ ହୋଇଯାଇଛି I ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ମୁଖ୍ୟ ଅତିଥି, ଶ୍ରୀଯୁକ୍ତ ମାଧବ ଚନ୍ଦ୍ର ମିଶ୍ର (ଭା.ରା.ସେ.), ରାଜସ୍ବ ଶୁଳ୍କ ଆୟୁକ୍ତ, ଓଡ଼ିଶା ସମ୍ମାନନୀୟ ଅତିଥି ତଥା ପ୍ରୋ. ସଂଗ୍ରାମ କେଶରୀ ସ୍ୱାଇଁ, ଅଧ୍ୟକ୍ଷ (ଗବେଷଣା) ମୁଖ୍ୟବକ୍ତା ଭାବେ ପ୍ରଦୀପ ପ୍ରଜ୍ଵଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ। କଲେଜ୍ ଦ୍ବୟର ଅଧ୍ୟକ୍ଷ ପ୍ରଫେସର  ଗୋକୁଳ ବିହାରୀ ଦାଶଙ୍କ ନେତୃତ୍ୱରେ ଓ ଛାତ୍ର ସଂଗଠନର ପରାମର୍ଶକ ଡଃ ଭାସ୍କର ଚନ୍ଦ୍ର ଦାସ ଏବଂ ଡଃ ବିଜୟ କୁମାର ସେଠୀଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମଟି ସୂଚାରୁ ରୂପେ ସମ୍ପାଦିତ ହୋଇଥିଲା। ଛାତ୍ର ସଂସଦର ସଭାପତି ରାକେଶ ରଂଜନ ସାହୁ ଏବଂ ଆୟୋଜକ ସଭାପତି ଶ୍ୱେତାଲିନା ସାହୁ ଉପସ୍ଥିତ ଥିଲେ। କୁଳପତି ମହୋଦୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କୁ ସମୟର ଉଚିତ ଉପଯୋଗ କରିବା ସହ ପାଠପଢା ତଥା ଭଲ ମଣିଷ ହେବା ଦିଗରେ ପରାମର୍ଶ  ଦେଇଥିଲେ। ସମ୍ମାନନୀୟ ଅତିଥି ମହୋଦୟ ନିଜକୁ ସମୟ ସହିତ ତାଳ ଦେଇ ସମ୍ପୂର୍ଣ୍ଣ ପୃଥିବୀକୁ ନିଜ ପରିବାର ବୋଲି ଭାବି ପ୍ରକୃତି ତଥା ଅନ୍ନଦାତା ମାନଙ୍କ ପାଇଁ କାମ କରିବାକୁ ପ୍ରୋତ୍ସାହନ ଦେଇଥିଲେ। ସେହିପରି ଅଧ୍ୟକ୍ଷ (ଗବେଷଣା) ବର୍ତ୍ତମାନ ଯୁଗରେ କୃଷି ଯନ୍ତ୍ରପାତିର ଉପଯୋଗିତା ତଥା ପ୍ରାକୃତିକ ବିପର୍ଯ୍ୟୟ ସହିଂଶୁ କୃଷି ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ କଲେଜର ବାର୍ଷିକ ପତ୍ରିକା "ସୃଜନୀ" ଏବଂ ବ୍ୟବସାୟିକ ଉଦ୍ୟାନକୃଷି ଓ ଜିଆଖତ ବିଷୟବସ୍ତୁ ଉପରେ ସୂଚନା ପତ୍ରିକା ଉନ୍ମୋଚନ କରାଯାଇଥିଲା l ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଯିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନେ ବିଭିନ୍ନ ମନମୁଗ୍ଧକର ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରିଥିଲେ। ପ୍ରକାଶ ଥାଉକି କୁଳପତି ମହୋଦୟ ଏହି ଅବସରରେ ଏକ ୫୦୦- ସିଟ୍ ବିଶିଷ୍ଟ ପ୍ରେକ୍ଷାଗୃହର ଭିତ୍ତିପ୍ରସ୍ତର ଶିଳାନ୍ୟାସ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା