-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମୃତ୍ୟୁକୁ ଆମନ୍ତ୍ରଣ କରୁଛି  ଡୁମୁରୀ  କଂକ୍ରିଟ ରାସ୍ତା 

01-Jun-2023



 ବୀରମହାରାଜପୁର ( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁମୁରୀ ଛକ ଠାରୁ ବଡ଼ଖମାରକୁ ସଂଯୋଗ କରୁଥିବା ରାସ୍ତା ଏବେ ଲୋକଙ୍କ ପାଇଁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ପ୍ରତ୍ୟେକ ଦିନ ବହୁ ସଂଖ୍ୟକ ଜନସାଧାରଣ ତଥା ଯାନବାହାନ ଯିବାଆସିବା କରିଥାଏ। ବିଶେଷ କରି ଛାତ୍ରଛାତ୍ରୀ ମାନେ ସ୍କୁଲ କଲେଜ ଯିବା ଆସିବା ସମୟରେ ଛୋଟବଡ଼ ଦୁର୍ଘଟଣା ଶିକାର ହେଉଥିବା ନଜରକୁ ଆସିଛି। ପିଡବ୍ଳୁଡି ରାସ୍ତା ଠାରୁ  ଡୁମୁରି ଗ୍ରାମକୁ ସଂଯୋଗ କରୁଥିବା କଂକ୍ରିଟ ରାସ୍ତା ବହୁ ବର୍ଷରୁ ନିର୍ମାଣ ହୋଇଥିଲା। ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି ରାସ୍ତା ମରାମତି ହୋଇନାହିଁ। ଫଳରେ ଅନେକ ସ୍ଥାନରେ ରାସ୍ତା ଭାଙ୍ଗିବା  ସହ ଗେଟି, ଲୁହା ରଡ, ବଡ଼ ବଡ ଗର୍ତ୍ତ ସୃଷ୍ଟି ହୋଇ ଶୋଚନୀୟ ଅବସ୍ଥାରେ ପଡିରହିଥିବା  ଦେଖିବାକୁ ମିଳିଛି। ଫଲରେ ଉକ୍ତ ରାସ୍ତା  ଉପରେ ନିର୍ଭର କରୁଥିବା ଜନସାଧାରଣ  ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଜିଲ୍ଲା ପ୍ରଶାସନ ଓ ବିଭାଗ ଏଥିପ୍ରତି ଦୃଷ୍ଟି ଦେବା ସହ  ଡୁମୁରି ଛକ ଠାରୁ  ବଡ଼ଖମାର , ଚନ୍ଦଳି ଗ୍ରାମକୁ ସଂଯୋଗ କରୁଥିବା ୪ କିମି ରାସ୍ତାକୁ  ପ୍ରଧାନମନ୍ତ୍ରୀ ଶଡଖ ଯୋଜନାରେ ସାମିଲ କରାଯିବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like