-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିନିକା ରଥଯାତ୍ରା ଆୟୋଜନ ନେଇ ବୈଠକ

01-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଜଗତର ନାଥ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ରଥଯାତ୍ରା ଆୟୋଜନ ନେଇ ଗୁରୁବାର ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ଥାନା ଅଧିକାରୀ ପବିତ୍ର ସାହୁ,ବରିଷ୍ଟ ନାଗରିକ ଶୀତଳ ପ୍ରସାଦ ମହାକୁର,ଆଇନଜୀବୀ ସୁଧାଂଶୁ ଶେଖର ଦାଶ,ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ର,ଯୁବ ସଂଗଠକ ହାଡୁ ମେହେର,ପୀତବାସ ମେହେର,ସନ୍ତୋଷ ସାହୁ,ସୀତାରାମ ଦାସ,ନାରାୟଣ ପାଢ଼ୀ,ମୁନତାଜ ପଣ୍ଡା ପ୍ରମୁଖ ସମେତ ବହୁ ଜଗନ୍ନାଥ ପ୍ରେମୀ,ପରିଷଦର ସମସ୍ତ କାଉନସିଲ,ରଥଯାତ୍ରା ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହି ଚଳିତ ବର୍ଷ ରଥଯାତ୍ରା ଯେପରି ଶାନ୍ତି ଶୃଙ୍ଖଳା ସହିତ ଧୂମଧାମରେ ପାଳନ ହେବ ସେନେଇ ଆଲୋଚନା ହୋଇଥିଲା । ପରେ ଏହାର ପରିଚାଳନା ପାଇଁ ବିଭିନ୍ନ ସଦସ୍ୟଙ୍କୁ ଦାୟିତ୍ଵ ଅର୍ପଣ କରାଯାଇଥିଲା । ବୈଠକ ପ୍ରାରମ୍ଭରେ ମନ୍ଦିର ମୁଖ୍ୟ ପୂଜକ ହରିହର ପୂଜାରୀଙ୍କ ଦ୍ଵାରା ପୂଜାର୍ଚ୍ଚନା ପରେ ଉପସ୍ଥିତ ସଦସ୍ୟ ମାନେ ପ୍ରଭୁ ଜଗନ୍ନାଥ,ବଳଭଦ୍ର ଓ ସୁଭଦ୍ରାଙ୍କ ଆଶିଷ ନେଇ ତୁଳସୀ ସେବନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like