-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

ଜୀ ସାର୍ଥକ ପ୍ରସ୍ତୁତ ନୂଆ ଚଳଚ୍ଚିତ୍ର ‘ଟ୍ଵିନ୍ସ’ ର ଅଡିଓ ଲୋକାର୍ପିତ

01-Jun-2023



ଜୀ ସାର୍ଥକରେ ଆସୁଛି ନୂଆ ଓଡିଆ ଚଳଚ୍ଚିତ୍ର ‘ଟ୍ଵିନ୍ସ’ ଯାହା ଜୁନ୍ ୪ ତାରିଖ ସନ୍ଧ୍ୟା ୬ .୩୦ମି ରେ ଘରେ ବସି ଦେଖିବେ ଦର୍ଶକ । ଭୁବନେଶ୍ୱରସ୍ଥିତ  ହୋଟେଲ ଶୀତଲ ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଚଳଚ୍ଚିତ୍ର "ଟ୍ୱିନ୍ସ" ର ଅଡିଓ ଲୋକାର୍ପିତ ହୋଇଯାଇଛି l ଏହି ଲୋକାର୍ପଣ ଉତ୍ସବରେ ଜୀ ସାର୍ଥକ ଚିଫ୍ ଚ୍ୟାନେଲ ଅଫିସର ପ୍ରତୀକ ସିଲ, ଜୀ ସାର୍ଥକ ଫିଲ୍ମସର କାର୍ଯ୍ୟନିର୍ବାହୀ ପ୍ରଯୋଜକ ତନ୍ମୟ ମିଶ୍ର, ପ୍ରଯୋଜକ କ୍ଷୀରୋଦ ପଟ୍ଟନାୟକ, ନିର୍ଦ୍ଦେଶକ ରାଶେଷ ମହାନ୍ତି, ଲେଖକ ସାତ୍ୟକୀ କୁଣ୍ଡୁ, ଗୀତିକାର ସୂର୍ଯ୍ୟ ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ, କଣ୍ଠଶିଳ୍ପୀ ସ୍ୱୟଂ ପାଢ଼ୀ, ଲିପ୍ସା ମହାପାତ୍ର, ଅର୍ପିତା ଚୌଧୁରୀ ଏବଂ ଶିଶୁ କଣ୍ଠଶିଳ୍ପୀ ସିଦ୍ଧିଷ୍ନା ବିନ୍ଧାଣୀ ପ୍ରମୁଖ ଉପସ୍ଥିତ ଥିଲେ l

ଚଳଚ୍ଚିତ୍ର ଟ୍ୱିନ୍ସ ରେ ଦର୍ଶକ ଦେଖିବେ ଚୁଲବୁଲି ଅଭିନେତ୍ରୀ ରିୟା ଦେ ଏବଂ ଡ୍ୟାନ୍ସିଙ୍ଗ ଷ୍ଟାର ହରିହର ଦାଶଙ୍କ ନୂଆ ଯୋଡି l
 ଟ୍ଵିନ୍ସ ଅର୍ଥାତ ଦୁଇ ଯାଆଁଳା ଭଉଣୀଙ୍କ କାହାଣୀ l ପାରମ୍ପରିକ କାହାଣୀ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଆଉ ମଜାଦାର । ଜଣେ ଭଉଣୀ ସାଧାରଣ ଗୃହିଣୀ ହୋଇଥିବା ବେଳେ ଆଉ ଜଣେ ଭଉଣୀ ଆତ୍ମବିଶ୍ୱାସୀ ଓ ଆତ୍ମନିର୍ଭରଶୀଳ । ନିର୍ଦ୍ଦେଶକ ରାଶେଷ ମହାନ୍ତି ଙ୍କ ଦମଦାର ନିର୍ଦ୍ଦେଶନାରେ ଆସୁଛି ଚଳଚ୍ଚିତ୍ର ‘ଟ୍ଵିନ୍ସ’ । ଚଳଚ୍ଚିତ୍ର ରେ ଚୁଲବୁଲି ନାୟିକା ରିୟା ଦେ ଏବଂ ଡ୍ୟାନ୍ସିଙ୍ଗ ଷ୍ଟାର ହରିହର ଦାଶ ଙ୍କ ସମେତ ସନ୍ତୋଷ ଦାଶ, କୀର୍ତ୍ତି ମହାନ୍ତି ଏବଂ ଲତାସା ନଜର ଆସିବେ l 
ଏସ୍‌ପିପି ପ୍ରଡକ୍ସନ ବ୍ୟାନର ନିର୍ମିତ ଓ କ୍ଷୀରୋଦ ପଟ୍ଟନାୟକଙ୍କ ପ୍ରଯୋଜନା ରେ ନିର୍ମାଣ ହୋଇଛି ଚଳଚ୍ଚିତ୍ର ‘ଟ୍ଵିନ୍ସ’ l ଏହି ଫିଲ୍ମକୁ ସଙ୍ଗୀତରେ ସଜାଇଛନ୍ତି ଜଣାଶୁଣା ଷ୍ଟାଇଲିସ୍ ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ ଓ ସ୍ଵର ଦେଇଛନ୍ତି ସ୍ୱୟଂ ପାଢ଼ୀ, ଲିପ୍ସା ମହାପାତ୍ର, ଅର୍ପିତା ଚୌଧରୀ ଓ ଶିଶୁ କଣ୍ଠଶିଳ୍ପୀ ସୁଦୀପ୍ତା ବିନ୍ଧାଣୀ । ଫିଲ୍ମର 'ଆଇ ଲଭ୍ ୟୁ ପ୍ରିୟା...' ଗୀତ ଟି ସ୍ୱୟଂ ପାଢ଼ୀ ଏବଂ ଲିପ୍ସା ମହାପାତ୍ର କଣ୍ଠଦାନ କରିଛନ୍ତି l 'ସଣ୍ଡେ ଫଣ୍ଡେ'.. ଗୀତ ଟି ଅର୍ପିତା ଚୌଧୁରୀ ସୋଲୋ ଗାଇଛନ୍ତି l ଏହା ସହିତ ଚଳଚ୍ଚିତ୍ରରେ ଏକ ଫ୍ୟାମିଲି ଗୀତ ରହିଛି ଯାହାକୁ କଣ୍ଠଶିଳ୍ପୀ ଶାନ୍ତନୁ ନାୟକ, ଲିପ୍ସା ମହାପାତ୍ର ଏବଂ ଶିଶୁ କଣ୍ଠଶିଳ୍ପୀ ସିଦ୍ଧିଷ୍ନା ବିନ୍ଧାଣୀ ଗାଇଛନ୍ତି l ସମସ୍ତ ଗୀତଗୁଡ଼ିକ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ଦାବି କରିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ। ସମସ୍ତ ଲେଖିଛନ୍ତି ଗୀତିକାର ସୂର୍ଯ୍ୟ ମହାପାତ୍ର । ଚଳଚ୍ଚିତ୍ରର କାହାଣୀକୁ ରଚନା କରିଛନ୍ତି ସାତ୍ୟକି କୁଣ୍ଡୁ ।

ଆଭା ଓ ଆରତୀ ଦୁଇ ଯାଆଁଳା ଭଉଣୀଙ୍କ କାହାଣୀକୁ ନେଇ ତିଆରି ହୋଇଛି ‘ଟ୍ଵିନ୍ସ’ । ଦୁଇ ଜଣ ଦି ଜଣଙ୍କ ଠାରୁ ସମ୍ପୂର୍ଣ୍ଣ ଭିନ୍ନ । ଆଭା ଜଣେ ସଂସାର ରୂପୀ ସମୁଦ୍ର ଭିତରେ ଉବୁଟୁବୁ ହେଉଥିବା ବେଳେ ଆରତୀ ଜଣେ ସମ୍ପୂର୍ଣ୍ଣ ଆତ୍ମନିର୍ଭରଶୀଳ ଓ ଜଣେ ପ୍ରୋଜେକ୍ଟ ମ୍ଯାନେଜର । ଆଭା ନିଜ ପୁଅ ପାଠପଢା

ପାଇଁ ଚିନ୍ତିତ ଥିଲା ବେଳେ ଆରତୀ ଚିନ୍ତିତ ହୋଇଛି ନିଜର ଏକ ସଂସାର କରିବା ପାଇଁ । ସମୟ କାଳକ୍ରମେ ଦୁଇ ଭଉଣୀ ଭେଟ ହୋଇଛନ୍ତି କିନ୍ତୁ ଆଗକୁ ଦୁଇ ଭଉଣୀ କଣ ନିଜ ନିଜର ସ୍ବପ୍ନ ପୂରଣ କରିପାରୁଛନ୍ତି ? କଣ ଘଟୁଛି ଦୁଇ ଭଉଣୀଙ୍କ ମଧ୍ୟରେ ? କଣ କେହି କାହାର ସାହାଯ୍ୟ ନେଉଛନ୍ତି ନା କିଛି ଅସୁବିଧା ଘଟୁଛି ସେମାନଙ୍କ ସହ ? ଏମିତି ବହୁତ କିଛି ପ୍ରଶ୍ନର ଉତ୍ତର ମିଳିବ ଫିଲ୍ମର ଶେଷରେ l ଚ୍ୟାନେଲ ମୁଖ୍ୟ ଶ୍ରୀ ପ୍ରତୀକ ସିଲ୍ କହିଛନ୍ତି ଯେ “ଏହି ଫିଲ୍ମଟି ନାରୀର ବିଭିନ୍ନ ରୂପକୁ ବହୁତ ସୁନ୍ଦର ଭାବରେ ଦେଖାଇଛି ଓ ଦର୍ଶକମାନଙ୍କ ଦ୍ବାରା ଚଳଚ୍ଚିତ୍ରଟି ନିଶ୍ଚୟ ଆଦୃତି ଲାଭ କରିବ ବୋଲି ମୋର ଯଥେଷ୍ଟ ଭରସା ଅଛି” ।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm