-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||     

HOME   ଜିଲ୍ଲା

ବାଲେଶ୍ବର ବାହାନାଗା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ଏବଂ ମୃତାହତଙ୍କ ଆତ୍ମାର ଶାନ୍ତି ଓ ସତଗତି ନିମନ୍ତେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ମାଁ ପାଟଣେଶ୍ୱରୀ ମନ୍ଦିରରେ ସମୂହ ଦୀପଦାନ

03-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ବାଲେଶ୍ବର ବାହାନାଗା ଷ୍ଟେସନ ନିକଟରେ  ଚେନ୍ନାଇ-ହାୱଡା କରମଣ୍ଡଳ ଏକ୍ସପ୍ରେସ ମିଶି ତିନୋଟି ଟ୍ରେନ ଦୁର୍ଘଟଣାଗ୍ରସ୍ତ ହେବାରୁ ବହୁ ସଂଖ୍ୟାରେ ଯାତ୍ରୀ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ସଂଖ୍ୟାରେ ଯାତ୍ରୀ ଆହତ ହୋଇଥିବା ଖବର ଶୁଣି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଅତ୍ୟନ୍ତ ବ୍ୟଥିତ ଓ ମର୍ମାହତ ପ୍ରକାଶ କରିଛି। ଏହି ଛାତିଥରା ଟ୍ରେନ ଟ୍ରାଜେଡିରେ ମୃତ୍ୟୁବରଣ କରିଥିବା ଯାତ୍ରୀ ମାନଙ୍କର ଆତ୍ମାର ଶାନ୍ତି ଓ

ସତଗତି କାମନା ସହିତ ଆହତ ହୋଇ ଚିକିତ୍ସିତ ହେଉଥିବା ସମସ୍ତ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ଆଜି ସନ୍ଧ୍ୟାରେ ବଲାଙ୍ଗିର ସହରସ୍ଥିତ ମାଁ ପାଟଣେଶ୍ବରୀ ଦେବୀ ମନ୍ଦିରରେ ସମୂହ ଦୀପଦାନ କରାଯାଇଥିଲା। ଏହି ଦୁର୍ଘଟଣାରେ ମୃତାହତ ଓ

ଆହତ ହୋଇଥିବା ସମସ୍ତ ପରିବାରବର୍ଗଙ୍କ ଧୈର୍ଯ୍ୟ ଓ ସାହସ ବଢାଇବା ନିମନ୍ତେ ଏହି ସମୂହ ଦୀପଦାନରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ ସଦସ୍ୟାଙ୍କ ସହିତ ବଲାଙ୍ଗିର ପୌର ପରିଷଦର ଅଧ୍ୟକ୍ଷା ଲିକା ସାହୁ ଉପସ୍ଥିତ ରହିଥିଲେ। ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ ରୂପକ କୁମାର ପ୍ରଧାନଙ୍କ ନେତୃତ୍ୱରେ ଗୋଟିଏ ଟିମ ଦୁର୍ଘଟଣାସ୍ଥଳରେ ରହି ରାତିତମାମ ଉଦ୍ଧାର କାର୍ଯ୍ୟରେ ଯଥାସମ୍ଭବ ସହଯୋଗ ଜାରି ରଖିଥିବା ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026

You Might Also Like