-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ରାଜ୍ୟ

ଭୁବନେଶ୍ବରରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ବରୀ, ଆଜି ନୟାଗଡ଼ ଯାଇ ପରୀର ପରିବାରକୁ ଭେଟିବେ ପୁରନ୍ଦେଶ୍ବରୀ

10-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ପରୀ ଗାଁକୁ ଯିବେ ପୁରନ୍ଦେଶ୍ୱରୀ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ପହଁଚିଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ଓଡ଼ିଶା ପ୍ରଭାରୀ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଆଉ ପ୍ରଥମଥର ପାଇଁ ଓଡିଶା ଆସି ପରୀ ପ୍ରସଙ୍ଗରେ ରାଜ୍ୟ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ଦିଶାନିର୍ଦ୍ଦେଶ ଦେବେ ନୂଆ ପ୍ରଭାରୀ। ପରୀର ପରିବାରକୁ ଭେଟି ସମବେଦନା ଜଣାଇବା ସହ ମାମଲାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ବଢାଇବାକୁ ଦଳୀୟ ନେତା ଓ କର୍ମୀଙ୍କୁ ନୂଆ ମନୋବଳ ଯୋଗାଇ ପାରନ୍ତି ପ୍ରଭାରୀ।*ତେବେ ଓଡ଼ିଶାରେ ରହଣି ମଧ୍ୟରେ ଜିଲ୍ଲା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ସହ ଆଲୋଚନା କରିବେ ପୁରନ୍ଦେଶ୍ୱରୀ। ଛାମୁଆ ସଂଗଠନର ନେତାଙ୍କ ସହ ମଧ୍ୟ ଆଲେଚେନା କରିବା କାର୍ଯ୍ୟକ୍ରମ ରହିଛି। ଗତକାଲି ସଂଧ୍ୟାରେ ପୁରନ୍ଦେଶ୍ୱରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ତାଙ୍କୁ ପାଛୋଟି ଆଣିଥିଲେ ଦଳୀୟ କର୍ମୀ ଓ ନେତା। ନାରାବାଜିରେ କମ୍ପି ଉଠିଥିଲା ବିମାନ ବନ୍ଦର ପରିସର। ଡି. ପୁରନ୍ଦେଶ୍ୱରୀ କହିଛନ୍ତି, ପ୍ରଥମେ ଦଳୀୟ କର୍ମୀ ଓ କାର୍ଯ୍ୟକର୍ତାଙ୍କ ସହ ସେ ଆଲୋଚନା କରିବେ। ଆଗାମୀ ୧୨ ତାରିଖ ଯାଏଁ ଓଡିଶାରେ ରହିବେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like