-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  

05-Jun-2023



ବଲାଙ୍ଗିର(ପ୍ରେରଣା ଖବର ):  ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ,ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ  , ଜିଲ୍ଲା ପରିଷଦ ର ମୁଖ୍ୟ

ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ପିଡି ଡୁଡା ସୁଦର୍ଶନ ସାଏ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର, ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୭୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୪୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୨୧ ଗୋଟି ସାମୁହିକ ଦରଖାସ୍ତ

ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ତୁଲା ସାହୁଙ୍କୁ ଶ୍ରବଣ ଯନ୍ତ୍ର ଓ ପୁଇଁତଲା ବ୍ଲକ ଅନ୍ତର୍ଗତ ଶିକାବେହେଙ୍ଗା ଗ୍ରାମର ସଞ୍ଜୁକ୍ତା ଦୀପ ଙ୍କୁ ଏକ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ସେହିପରି  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୩୭ ହଜାର ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର   କରାଯାଇଥିଲା  ଓ ଜଣଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ୨୦ ହଜାର ଟଙ୍କା ର ଆର୍ଥିକ ସହାୟତା ମଞ୍ଜୁର  କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like