-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଦେଶ ବିଦେଶ

ଭାରତରେ ଚାଷୀ ଆନ୍ଦୋଳନ ନେଇ ଛାନିଆ ହେଲାଣି ପାକିସ୍ତାନ

10-Dec-2020



(ପ୍ରେରଣା ଖବର ବ୍ୟୁରୋ) - ପାକ୍ ମିଡିଆରେ ଖବର, ଚାଷୀଙ୍କଠାରୁ ଧ୍ୟାନ ହଟାଇବାକୁ ଭାରତ କରିପାରେ ସର୍ଜିକାଲ ଷ୍ଟ୍ରାଇକ୍। ସୀମାରେ ସେନାକୁ ଆଲର୍ଟ କଲେ ଇମ୍ରାନ୍ ସରକାର!!ଭାରତରେ ଚାଷୀ ଆନ୍ଦୋଳନକୁ ନେଇ ସୀମା ସେପାଖରେ ଛାନିଆ ହେଲାଣି ପାକିସ୍ତାନ । ପାକିସ୍ତାନ ଗଣମାଧ୍ୟମରେ ଏବେ ଭାରତର ଚାଷୀ ଆନ୍ଦୋଳନ ପାଲଟିଛି ବଡ ଖବର । ଭାରତରେ ଚାଷୀ ଆନ୍ଦୋଳନକୁ ନେଇ ମୋଦି ସରକାର ଅଡୁଆ ଜନକ ସ୍ଥିତିରେ ରହିଛନ୍ତି । ଏହା ଉପରୁ ନଜର ହଟାଇବା ପାଇଁ ଏହି ସମୟରେ ପାକିସ୍ତାନ ଉପରେ ଭାରତ ସର୍ଜିକାଲଷ୍ଟ୍ରାଇକ୍ କରିପାରେ ବୋଲି ପାକିସ୍ତାନର ଅନ୍ୟତମ ଜାତୀୟ ଖବରକାଗଜ ଦି ଟ୍ରିବ୍ୟୁନ୍ ଖବର ପ୍ରକାଶ କରିଛି!!*ସାରା ଦେଶ ବାସୀଙ୍କ ନଜର ବର୍ତମାନ ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନ ଉପରୁ ହଟାଇବାକୁ ଭାରତ ସରକାର ଏପରି କରିପାରନ୍ତି ବୋଲି ଆଗୁଆ ଆଶଙ୍କା କରିଛି ପାକିସ୍ତାନ । ଏହାକୁ ନେଇ ସୀମାରେ ପାକିସ୍ତାନ ହାଇଆଲର୍ଟ ଜାରି କରିଛି । ଭାରତରେ ଥିବା ନରେନ୍ଦ୍ର ମୋଦିଙ୍କ ଉଗ୍ର ହିନ୍ଦୁ ବାଦ ସରକାର କୌଣସି ପରିସ୍ଥିତିକୁ ଯାଇପାରେ ବୋଲି ପାକିସ୍ତାନ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଆନ୍ଦୋଳନରେ ଥିବା ଶିଖ ଚାଷୀଙ୍କ ଠାରୁ ଯେପରି ଖଲିସ୍ତାନୀ ଆନ୍ଦୋଳନକୁ ବଳ ନମିଳେ ସେଥିପାଇଁ ଭାରତ ସର୍ଜିକାଲଷ୍ଟ୍ରାଇକ୍ କରିବ ବୋଲି ଆକଳନ କରିଛି । ଏହାକୁ ନଜରରେ ରଖି ଇମ୍ରାନ୍ ଖାନ୍ ସରକାର ଲାଇନ୍ ଅଫ୍ ଆକଚୁଆଲ୍ କଂଟ୍ରୋଲ ଏବଂ ସୀମାରେ ଅତିରିକ୍ତ ସୈନ୍ୟ ମୁତୟନ କରିଥିବା ଖବର ଆସିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like