-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||     

HOME   ଜିଲ୍ଲା

କୋସଲ କ୍ରାନ୍ତି ଦଳ (କେ.କେ.ଡ଼ି) ର ୧୭ତମ ପ୍ରତିଷ୍ଠା ସମ୍ମିଳନୀ, ବୃହତର କୋସଳ ଆଂଦୋଳନ ର ସଫଳତା ପାଇଁ ସବୁ କୋସଲ ଦାବି ସଂଗଠନକୁ ଏକ ହେବାକୁ ଆହ୍ୱାନ      

07-Jun-2023



ବଲାଙ୍ଗୀର(ପ୍ରେରଣା ଖବର)- କୋସଲ କ୍ରାନ୍ତିଦଳ (କେ.କେ.ଡ଼ି)ର ପ୍ରତିଷ୍ଟା ସମ୍ମିଳନୀ ବଲାଙ୍ଗିର ସମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଛି । କେ.କେ.ଡ଼ି ର ରଜ୍ୟ ସଭାପତି ନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ କୋଶଳାଂଚଳର ବିଭିନ୍ନ ଜିଲ୍ଲାର ବନ୍ଧୁ ପ୍ରତିନିଧି ଯୋଗ ଦେଇଥିଲେ । ପ୍ରାଂରଭରେ ଓଡ଼ିଶାର ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ଅତ୍ମାର ସଦଗତି ତଥା ଗତାୟୁ ନେତା ସ୍ୱର୍ଗତ ରମେଶ ଚନ୍ଦ୍ର ନାଏକ,କେଦାର ନାଥ ପଟେଲ,ବେଣୁଧର ମହାପାତ୍ର ପ୍ରମୁଖଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା ।
  

ସମ୍ମିଳନୀର ପ୍ରାରମ୍ଭରେ ଦଳର ମହାସଚିବ ଅବଦୁଲ ଜମାଲ ଖାଁ ସ୍ୱାଗତ ଅଭିଭାଷଣ ଦେଇଥିଲେ । ପରେପରେ ସଂଗଠନ ରମଚନ୍ଦ୍ର ଅମାତ ସଂଗଠନର ସାଂଗଠନିକ ରିପୋର୍ଟ ଆଗତ କରିଥିଲେ । 
    ସମ୍ମିଳନୀକୁ ଉଦଘାଟନ କରି କୋସଳ କ୍ରାନ୍ତି ଦଳର ପ୍ରତିଷ୍ଠାତା ସଭାପତି ତଥା କୋସଲ ରଜ୍ୟ ସମନ୍ୱୟ ସମିତିର କେନ୍ଦୀୟ ଅଧକ୍ଷ ପ୍ରମୋଦ କୁମାର ମିଶ୍ର ବୃହତ୍ତର କୋସଳ ଆଂଦୋଳନର ସଫଳତା ପାଇଁ ସବୁ କୋସଲ ଦାବି ସଂଗଠନକୁ ଏକ ହେବାକୁ ଆହ୍ୱାନ ଦେଇଥିଲେ ।

 ଅନ୍ୟମାନଙ୍କ ମଧ୍ୟରେ କୋସଲବାଦୀ ସଂଗଠକ ମନୋଜ ରାଉଡିଆ, ହୃଦାନନ୍ଦ ବେହେରା, ବିଭୁଦତ୍ତ୍ ମିଶ୍ର, ପ୍ରଭାସ ମିଶ୍ର, ମନୋରଜନ ସାହୁ, ଭରତ ଚନ୍ଦ୍ର ପୃଷ୍ଟି, ରବିଶଙ୍କର ମିଶ୍ର, ପ୍ରସନ୍ନ ନେଗୀ, ଡୋଳାମଣି ପ୍ରଧାନ, ରଣରାଜ ସିଂଦେଓ ପ୍ରମୁଖ ଉଦବୋଧନ ଦେଇଥିଲେ ।
    ଏହି ସମ୍ମିଳନୀରେ କେ.କେ.ଡ଼ିର କେନ୍ଦ୍ରୀୟ ସଭାପତି ରୁପେ ଅବଦୁଲ ଜମାଲ ଖାଁ, ସାଧାରଣ ସଂପାଦକ ରୁପେ ରାମଚନ୍ଦ୍ର ଅମାତ ଓ କୋଷଧ୍ୟକ୍ଷ ରୁପେ ଶରତ ଚନ୍ଦ୍ର ହୋତା ନିର୍ବାଚିତ ହୋଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026

You Might Also Like