-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||     

HOME   ଅପରାଧ

ବ୍ରହ୍ମପୁର : ଚୋର ଧରାଇଲା ସି.ସି.ଟିଭି, ପୋଲିସ ହାବୁଡରେ ୪ ଦୁର୍ବୃତ୍ତ

09-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଫାଷ୍ଟ ଗେଟନିକଟରେ ଥିବା ଗାୟତ୍ରୀ ବିହାରର ସୁଶାନ୍ତ ମିଶ୍ରଙ୍କ ଘରୁ ଚୋରି କରିଥିବା ୪ଜଣ ଦୁର୍ବୁତ୍ତ ଏବେ ପୋଲିସ ହାବୁଡ଼ରେ  l ସୂଚନା ଅନୁଯାୟୀ, ସବୁଦିନ ଭଳି ରାତ୍ରିରେ ସୁଶାନ୍ତ ତାଙ୍କ ପରିବାର ଲୋକେ ଉପରଘରେ  ଶୋଇଥିବା ବେଳେ,ଗତ ୩୧.୦୫.୨୩ ତାରିଖ ରାତ୍ରିରେ ଦୁର୍ବୁତ୍ତ ମାନେ ତଳ ଘରର ତାଲା ଭାଙ୍ଗି ଆଲମିରା ରୁ ନଗଦ ୨୦ହଜାର ଟଙ୍କା ସହ ୧୦ ତୋଳା ରୁପା, ସୁନା, ବ୍ୟାଙ୍କ ଖାତା,ଗୋଟିଏ ଏଟି.ଏମ. କାର୍ଡ,ଚୋରି କରି , ଘରର ଜିନିଷ ପତ୍ର  ଏଣେ ତେଣେ ଫୋପାଡ଼ି ଦେଇଥିଲେ  l ଏହି ବିଷୟ ନେଇ ସୁଶାନ୍ତ ବଡ଼ବଜାର ଥାନାରେ ଅଭିଯୋଗ କରିଥିଲେ l ବଡ଼ଵଜାର ପୋଲିସ ଦ୍ୱାରା କେଶ ରୁଜ୍ଜୁକରାଯାଇ ଘଟଣା ସ୍ଥଳ କୁ ପହଂଚି ସାଇଣ୍ଟିଫିକ ଟିମ ଦ୍ୱାରା ଚୋରି ଘଟଣାର  ତଦନ୍ତ କରାଯାଇ ଥିଲା ସେ ଅଞ୍ଚଳରେ ଲାଗିଥିବା ସି ସି ଟିଭି ଦ୍ୱାରା ଚୋରି କରିଥିବା ଚାରିଜଣ ଦୁର୍ବୁତ୍ତ ଙ୍କୁ ଚିହ୍ନଟ କରାଯାଇଥିଲା  l

ଦୁର୍ବୁତ୍ତ ମାନଙ୍କୁ ଧରାଯାଇ ତଦନ୍ତ କରାଯିବାରୁ  ଜଣା ପଡିଛି ସେମାନେ ୨୦,୦୦୦ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି  l ସେମାନେହେଲେ ଶଙ୍କର ପରିଡା, (ଶ୍ରୀରାମନଗର ଶାନ୍ତି ମାର୍ଗ ପ୍ରଥମ ଲାଇନ),ବାବୁ ସାହୁ (ନିମଖଣ୍ଡି ରୋଡ), ରାଜା ପାତ୍ର (ଭବାନୀ ନଗର ପ୍ରଥମ ଲାଇନ)ଆକାଶ ପଣ୍ଡା (ଫାଷ୍ଟ ଗେଟ କୁମୁଟି ଗଳି ସାହି )ର ବୋଲି ଜଣାପଡିଛନ୍ତି  lଧରାଯାଇଥିବା ଦୁର୍ବୁତ୍ତ ମାନଙ୍କୁ  କୋର୍ଟ ଚାଲାଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026

You Might Also Like