-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

09-Jun-2023



ବଲାଙ୍ଗିର(ପ୍ରେରଣା ଖବର)- ଭାଲେର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସରପଞ୍ଚ ପ୍ରଦୀପ କୁମାର ନନ୍ଦଙ୍କ ଦ୍ୱାରା ଦୀପ ପ୍ରଜ୍ୱଳନ କରାଯାଇ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଭାଲେର କ୍ଲଷ୍ଟର ର ୧୧ଟି ବିଦ୍ୟାଳୟରୁ ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନିଲ କୁମାର ରଣା ଓ ସୁମନ ସାହୁ ସମସ୍ତଙ୍କୁ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନ କରାଇଥିଲେ । ସହଯୋଗ କରିଥିଲେ ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ଅଭିପ୍‌ସା ପଟ୍ଟନାୟକ, ବିଭୁତି ବାଗ, ମାନସିଂ କାଲୋ, ବଦ୍ରୀ ନାରାୟଣ ମିଶ୍ର, ଭୁବନ ଶଙ୍କର ବେହେରା, ରୋଶନି ବେହେରା, ନିଳମଣୀ ନାୟକ, ପାର୍ବତୀ ସେଠ, ସଂଯୁକ୍ତା ପୋଢ, ନିବେଦିତା ଦାସ, ଯୋଗେନ୍ଦ୍ର ରାଉତ, ସୁରଭି ନାଏକ । ଶେଷରେ ସିଆରସିସି ପଂଚାନନ ସୁନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026

You Might Also Like