-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||     

HOME   ଜିଲ୍ଲା

ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା  ୨୫୦ କେଜି ଗଞ୍ଜେଇ ଜବତ: ଅଭିଯୁକ୍ତ ଫେରାର 

10-Jun-2023



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରେ ଅପେରସନ ନୀଳ ଜହର ଜୋର ଧରିଛି। କନ୍ଧମାଳ ପୁଲିସ ବିଭିନ୍ନ ସ୍ଥାନରେ ଛାପା ମାରି ବହୁ ପରିମାଣରେ ଗଞ୍ଜେଇ ଜବତ କରୁଥିବାବେଳେ କିଛି କିଛି ସ୍ଥାନରେ ଅଭିଯୁକ୍ତ ମାନଙ୍କୁ ମଧ୍ୟ ଗିରଫ କରି କୋର୍ଟ ଚାଲାଣ କରୁଥିବା ଦେଖିବାକୁ ମିଳୁଛି। ଗୋଛାପଡା ପୁଲିସ ହାତରେ ଲାଗିଛି ଆଉ ଏକ ସଫଳତା। ଗୋଛାପଡା ଥାନା ଅନ୍ତର୍ଗତ ବିଲୁରୀ ଗାଁର ସ୍ବର୍ଗତ କାଟଲା କହଁରଙ୍କ ପୁଅ ତୁମ୍ବେଶ୍ୱର କହଁରଙ୍କ ଘରୁ ୨୫୦ କେଜି ଗଞ୍ଜେଇ ଜବତ କରାଯାଇଛି। ଯାହାକୁ ନେଇ ଗୋଛାପଡା ଥାନାରେ କେସ ନଂ ୭୪/୨୩ ରେ ଏକ ମାମଲା ରୁଜୁ କରାଯାଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, ଅଭିଯୁକ୍ତ ତୁମ୍ବେଶ୍ୱର କହଁର କୌଣସି ଉପାୟରେ ଘଟଣା ସ୍ଥଳରୁ ଫେରାର ହେବାରେ ସଫଳ ହୋଇଛି।


News Comment