-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ବିଜୁ ସଂସ୍କୃତିକ ସାମ୍ମୁଖ୍ୟ ତରଫରୁ ଜିଲ୍ଲା ସ୍ତରୀୟ ଲୋକକଳା ଦିବସ ପାଳିତ

14-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ବ୍ଲକ କଲ୍ୟାଣ ମଣ୍ଡପ ଠାରେ ବିଜୁ ସଂସ୍କୃତିକ ସାମ୍ମୁଖ୍ୟ ତରଫରୁ ଜିଲ୍ଲା ସ୍ତରୀୟ ଲୋକକଳା ଦିବସ ପାଳନ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ଜୟ ମଙ୍ଗଳ ବିଶି ଙ୍କ ସଭାପତି ତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ଜିଲ୍ଲା ଯୁବ ବିଜେଡି ସଭାପତି ଅଶୋକ କୁମାର ନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଙ୍କ କଳାକାର ମାନଙ୍କ ପ୍ରତି ଥିବା ଭଲପାଇବା, କଳାକାର ମାନଙ୍କ ପାଇଁ ଭତ୍ତା ର ବ୍ୟବସ୍ଥା ବିଷୟରେ ପ୍ରକାଶ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଯୁବ ବିଜେଡି ସଭାପତି ନାରାୟଣ ଲୁହା, ବିଜେଡି ନେତା କିଶୋର ହୋତା, ସତ୍ୟଞ୍ଜୀବ ମିଶ୍ର, ସୁରୁ ନାରାୟଣ ମହାକୁର, ଲକ୍ଷ୍ମୀ ନାରାୟଣ ପୁରୋହିତ, ଲକ୍ଷ୍ମଣ ପଧାନ, କାର୍ତ୍ତିକ ପାତ୍ର,ତ୍ରିପୁରାରି ମେହେର,ବ୍ଲକ କଳାକାର ସଙ୍ଘ ର ସଭାପତି ରାମକୃଷ୍ଣ ହୋତା,ଦଣ୍ଡ କଳାକାର ସଙ୍ଘ ର ସଭାପତି ପରୀକ୍ଷିତ ପଧାନ,ସମ୍ପାଦକ ଚିନ୍ମୟ ସାହୁ,ରାମେଶ୍ୱର ମହାକୁର, ରମେଶ ଦେହୁରୀ, କୃଷ୍ଣ ଚନ୍ଦ୍ର ମେହେର, ବୈଶାଖୁ,ଉପେନ୍ଦ୍ର ଥାଟି ପ୍ରମୁଖ ମଞ୍ଚାସିନ ଥିଲେ  l ଉକ୍ତ କାର୍ଯ୍ୟକ୍ରମ ରେ ମହିଳା ସଂକ୍ରିତ୍ତନ୍ୟ, ଦଣ୍ଡ, ପାଲା, ଢୋଲ, ମୃଦଙ୍ଗ ପରିବେଷଣ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ସମସ୍ତ କଳାକାର ଙ୍କୁ ମାନପତ୍ର ଦେଇ ସମର୍ଦ୍ଧନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like