-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ମାରୱାଡି ଯୁବା ମଞ୍ଚ ପକ୍ଷରୁ ରକ୍ତଦାନ ଶିବିର,୭୫ୟୁନିଟ ରକ୍ତ ସଂଗ୍ରହ

15-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିଶ୍ୱ ରକ୍ତଦାତା ଦିବସ ପାଳନ ପରିପ୍ରେକ୍ଷୀରେ ଓଡ଼ିଶା ପ୍ରାନ୍ତୀୟ ମାରୱାଡି ଯୁବାମଞ୍ଚ ବିନିକା ଶାଖା ତରଫରୁ ସ୍ଥାନୀୟ ଦୁର୍ଗା ମଣ୍ଡପ ପରିସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହାକୁ ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ ଫିତାକାଟି ଉଦ୍ଘାଟନ କରିଥିଲେ। ଶିବିର ପ୍ରଥମରେ ପ୍ରଜାପିତା  ବ୍ରହ୍ମକୁମାରୀ ସତ୍ୟଭାମା, କିଆଫୁଲ ଓ ଭାରତୀ ସ୍ଵେଚ୍ଛାକୃତ ରକ୍ତଦାନ କରି ରକ୍ତର ମହତଦାନ ଉପରେ ସମାଜକୁ ବାର୍ତା ପ୍ରଦାନ କରି ସମସ୍ତେ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ ।ଶିବିରରେ ୧୮ଜଣ ମହିଳା,୫୭ଜଣ ପୁରୁଷଙ୍କ ସମେତ ସର୍ବମୋଟ ୭୫ଜଣ ସ୍ଵେଚ୍ଛାସେବୀ ରକ୍ତଦାନ କରିଥିଲେ ।ବରଗଡ଼ ରକ୍ତଭଣ୍ଡାରରୁ ଲ୍ୟାବଟେରୀ ଟେକେନିସିଆନ ବିଜୟ କୁମାର କ୍ଷେତି,ଭୁବନେଶ୍ୱର ସା,ଷ୍ଟାଫନର୍ସ ସବିତା ନାୟକ, କାଉନସିଲର ସରୋଜ ସୁନା,ଏଟେଣ୍ଡଣ୍ଟ ମହେନ୍ଦ୍ର ମେହେର,ଅଫିସ ଆସିଷ୍ଟାଣ୍ଟ ଧଲେଶ୍ଵର ଭୁଏ ପ୍ରମୁଖ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ ।ଶିବିର ଆୟୋଜନରେ ଓଡ଼ିଶା ପ୍ରାନ୍ତୀୟ ଯୁବାମଞ୍ଚ ରାଜ୍ୟ ଶାଖା କାର୍ଯ୍ୟକାରୀ କମିଟି ସଦସ୍ୟ ବିକାଶ ଅଗ୍ରୱାଲ,ବିନିକା ଶାଖା ସଭାପତି ସଞ୍ଜୀବ ଅଗ୍ରୱାଲ,ସମ୍ପାଦକ ଅରୁଣ ବଂଶଳ,କୋଷାଧ୍ୟକ୍ଷ ଅଜୟ ଅଗ୍ରୱାଲଙ୍କ ସହ ଯୁବାମଞ୍ଚର ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ଶିବିର ପରିଚାଳନାରେ ସାମାଜିକ କର୍ମୀ ରାମ ଗୋପାଳ ବାଘ,ଅର୍ଜୁନ ପଣ୍ଡା,ବିଜୟ ବରାଇ,ଦିପାନିୟୂତା ମାହାଣା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like