-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

କୁଣହାଁ ସମାଜ ନିୟମାବଳୀ-୨୦୧୨ ର ଉପକାରିତା ଓ ଅପକାରିତା ଏବଂ ରାଜ୍ୟ ସ୍ତରୀୟ କମିଟିର କାର୍ଯ୍ୟକାରିତା ନେଇ ଆଲୋଚନାଚକ୍ର I

15-Jun-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
,କୁଣହାଁ ସମାଜ (କିସାନ, ମିର୍ଦ୍ଧI ,କୁଡ଼ା ଓ ମାଟିଆ) ରାଜ୍ୟ ସ୍ତରୀୟ କମିଟି ଦ୍ୱାରା ପ୍ରସ୍ତୁତ କରାଯାଇଥିବା ନିୟମାବଳୀ-୨୦୧୨ ର ଉପକାରିତା ଓ ଅପକାରିତା ଏବଂ ରାଜ୍ୟ ସ୍ତରୀୟ କମିଟିର କାର୍ଯ୍ୟକାରିତା ନେଇ ଆଜି ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି I ସ୍ଥାନୀୟ ତପସ୍ପିନି ପ୍ରେକ୍ଷାଳୟରେ ଓଡିଶା କୁଣହାଁ ସମାଜ (କିସାନ, ମିର୍ଦ୍ଧI ,କୁଡ଼ା ଓ ମାଟିଆ) ସଚେତନତା ମଞ୍ଚ କେନ୍ଦ୍ର,  ସମ୍ବଲପୁର ପକ୍ଷରୁ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ରାଜ୍ୟରେ ବସବାସ କରୁଥିବା ୧୪ଟି ଜ଼ିଲ୍ଲାର ପ୍ରତିନିଧି ମାନେ ଅଂଶ ଗ୍ରହଣ କରି ଏହି ନିୟମାବଳୀର ଆବଶ୍ୟକ୍ୟୟ ସଂଶୋଧନ ସମାଜ ପାଇଁ କେତେ ଉପଯୋଗୀ ମତ ପୋଷଣ କରିଥିଲେ I ଏହି ନିୟମାବଳୀର ଅନେକ ନିୟମ ସାମାଜିକ ସାମ୍ବିଧାନିକ ମୌଳିକ ଅଧିକାର, ଭାରତୀୟ ପିଙ୍ଗଳ କୋଡ଼, ମାନବାଧିକାର ଓ ହିନ୍ଦୁ ଆଇନ୍ ଏବଂ ଅଦାତଲ ର ଆଦେଶନାମା ଗୁଡିକ ଉଲଘଂନ କରୁଛି ବୋଲି ମତ ପ୍ରକାଶ ପାଇଥିଲା I ଏହା ସହିତ ବିଗତ ୨୦୦୧ ମସିହାରୁ ମଦନ ଲାଲ କିସାନ ନିଜକୁ ରାଜ୍ୟ ସଭାପତି ବୋଲାଇ ବିଭିନ୍ନ ଆଦେଶନାମା ଜାରୀ କରୁଥିବାରୁ ବୈଠକରେ ନିନ୍ଦା କରାଯାଇଥିଲା I ଆଜିକାର ଏହି ଆଲୋଚନା ଚକ୍ରରେ ବୈଠକର ନିବେଦକ ମଣ୍ଡଳୀ ସର୍ବଶ୍ରୀ ପ୍ରଫୁଲ୍ଲ କୁମାର ମିର୍ଦ୍ଧା, ସତ୍ୟ ନାରାୟଣ ପ୍ରଧାନ, ଆକାଶ ମିର୍ଦ୍ଧା, ଦିବ୍ୟରାଜ ପ୍ରଧାନ, ଅଶୋକ କୁମାର ପିଙ୍ଗ, ପରଦେଶୀ କିସାନ, ପ୍ରଭାକର କିସାନ, ରତିଲାଲ ପ୍ରଧାନ, ଭବାନୀ ଶଙ୍କର ବାଘ, ସରୋଜ କୁମାର ପ୍ରଧାନ, ବଂଶୀଧର ବାଘ, ସହଦେଵ କିସାନ, ଡ଼ା.ମହେନ୍ଦ୍ର ଏକ୍କା ପ୍ରମୁଖ ମଞ୍ଚାସିନ ଥିଲେ I ପରିଶେଷରେ କୁମର ମଣି କିସାନ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like