-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

+୨ କଳା ଓ ବିଜ୍ଞାନ ପରୀକ୍ଷାରେ ଡିଏନ୍‌ଏର ଉଲ୍ଲେଖନୀୟ ସଫଳତା

16-Jun-2023



ବଲାଙ୍ଗିର, ଗତ ମେ ୩୧ ତାରିଖ ଦିନ +୨ ବିଜ୍ଞାନ ପରିକ୍ଷାଫଳ ପ୍ରକାଶିତ ହୋଇଛି ।  ଏଥିରେ ବଲାଙ୍ଗୀରର ଅଗ୍ରଣୀ ଘରୋଇ ଶିକ୍ଷାନୁଷ୍ଠାନ ଡିଏନ୍‌ଏର ଛାତ୍ରଛାତ୍ରୀ ମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାର ଗୌରବ ବୃଦ୍ଧି କରିଛନ୍ତି । ଅନୁଷ୍ଠାନର ଛାତ୍ର ପିଣ୍ଟୁ ବାରିକ ମୋଟ ୬ଠଠ ରୁ ୪୮୧ ମାର୍କ ଆଣି ଡିଏନ୍‌ଏ ଇନ୍‌ଷ୍ଟିଚ୍ୟୁଟର ଟପ୍ପର ଛାତ୍ର ମାନ୍ୟତା ପାଇଛନ୍ତି ।  ଠିକ ସେହିପରି +୨ କଳା ପରୀକ୍ଷାରେ ଅନୁଷ୍ଠାନର ଆଉ ଜଣେ ମେଧାବୀ ଛାତ୍ର  ଶୁଭମ୍ ସାହୁ ମୋଟ ୬ଠଠରୁ ୫୨୧ ମାର୍କ ଆଣି ଡିଏନ୍‌ଏ ଟପ୍ପର ହେବାର ଗୌରବ ହାସଲ କରିଛନ୍ତି । ଶୁଭମ୍ ତର୍କଶାସ୍ତ୍ରରେ ମୋଟ ୧ଠଠ ମାର୍କ ରୁ ୯୯ ମାର୍କ ଆଣି ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ପରୀକ୍ଷାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଡିଏନ୍ଏ ଇନ୍‌ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ବିନୀତ ଅଗ୍ରୱାଲ ଶୁଭେଚ୍ଛା ଜଣାଇଛନ୍ତି ।  ସୂଚନାଯୋଗ୍ୟ ଯେ, ଦୀର୍ଘ ୧୧ ବର୍ଷ ଧରି   ବଲାଙ୍ଗୀର ଜିଲ୍ଲାରେ +୨ ବିଜ୍ଞାନ, କଳା ଓ ବାଣିଜ୍ୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ବିଶ୍ୱାସଯୋଗ୍ୟ ଶିକ୍ଷାନୁଷ୍ଠାନ ଡିଏନ୍‌ଏ ତାର ସଫଳତାର ଜୟଯାତ୍ରା ଜାରି ରଖିଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ