-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

ମାରୱାଡି ଯୁବାମଞ୍ଚ ଲୋଇସିଂହା ଆନୁକୂଲ୍ୟରେ ଲୋଇସିଂହା ଅଗ୍ରେସନ ଭବନ ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

18-Jun-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବା ମଞ୍ଚ ତଥା ମାରୱାଡି ଯୁବାମଞ୍ଚ ଲୋଇସିଂହା ଆନୁକୂଲ୍ୟରେ ଲୋଇସିଂହା ଅଗ୍ରେସନ ଭବନ ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l ମାରୱାଡି ଯୁବାମଞ୍ଚ ସଭାପତି ଶ୍ରୀ ରାକେଶ ଅଗ୍ରୱାଲ, ସମ୍ପାଦକ ଅଭିଷେକ ଅଗ୍ରୱାଲ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା l ଏହି ମେଗା ରକ୍ତଦାନ ଶିବିର କାର୍ଯ୍ୟକ୍ରମ ରେ ଡ଼ ଗୌତମ କୁମାର ଅଗ୍ରୱାଲ, ବିକାଶ ଅଗ୍ରୱାଲ, କେଶବ ଅଗ୍ରୱାଲ, ଓମପ୍ରକାଶ ଅଗ୍ରୱାଲ, ସାହିଲ ଅଗ୍ରୱାଲ, ରୋହିତ ଅଗ୍ରୱାଲ, ପ୍ରତୀକ ଅଗ୍ରୱାଲ ଓ ମୋହନ ଅଗ୍ରୱାଲ ରକ୍ତଦାନ ଶିବିରରେ ବିଶେଷ ଭାବେ ସହଯୋଗ କରିଥିଲେ l ଏହି ରକ୍ତଦାନ ଶିବିରରେ ରାଜ୍ୟ ମାରୱାଡି ଯୁବାମଞ୍ଚ ସଦସ୍ୟମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ l ତା ସଂଗେ ସଂଗେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ବିଜେଡି ରାଜ୍ୟସଭା ସଦସ୍ୟ ନିହାରରଞ୍ଜନ ବେହେରା, ବିଜେଡି ଲୋଇସିଂହା ବ୍ଲକ ସଭାପତି ହୃଦାନନ୍ଦ ବେହେରା, ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼ା. ସଂଜୀବ ବିଶ୍ୱାଳ, ଷ୍ଟାଫ ନର୍ସ ଜ୍ୟୋତିର୍ମୟୀ ନାଏକ, ସମାଜସେବୀ ସରୋଜ ମହାକୁର, ଲୋଇସିଂହା ସାମ୍ବାଦିକ ସଂଘ ସଭାପତି ସରୋଜ ବିଶ୍ୱାଳ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l ରକ୍ତଦାନ କରିଥିବା ସମସ୍ତ ରକ୍ତଦାତା ମାନଙ୍କୁ ମାନପତ୍ର ଓ ଫୁଲତୋଡ଼ା ଦେଇ ସମ୍ମାନିତ କରାଯାଇଥିଲା l ରକ୍ତଦାନ କେନ୍ଦ୍ର ନିକଟରେ ଏକ ସେଲ୍ଫି ପୋଏଣ୍ଟ କରାଯାଇଥିଲା l 

ଯାହାଦ୍ୱାରା ରକ୍ତଦାତା ମାନେ ରକ୍ତଦାନ ପରେ ସେଲ୍ଫି ପୋଏଣ୍ଟ କୁ ଯାଇ ଖିସିର ଶହ ସେଲ୍ଫି ନେଉଥିବାର ଦେଖିବାକୁ ମିଳିଥିଲା l ଲୋଇସିଂହା ମାରୱାଡ଼ି ଯୁବା ମଞ୍ଚ ଆନୁକୁଲ୍ୟରେ ଅନୁଷ୍ଠିତ ମେଗା ରକ୍ତଦାନ ଶିବିରରେ ସର୍ବ ମୋଟ ରେକର୍ଡ କାଳୀନ 100 ୟୁନିଟ ରୁ ଉର୍ଦ୍ଧ ରକ୍ତଦାନ କରି ତାର ଗାରିମା ବଜାୟ ରଖିଛି l ସମସ୍ତ ଙ୍କୁ ଜଣା ଯେ ରକ୍ତଦାନ ଏକ ମହତ୍ ଦାନ l ରକ୍ତ ଦାନ ଏକ ଜୀବନ ଦାନ, ଏପରି ଏକ ମହତ୍ କାମ କରି ପ୍ରଶଂସାର ପାତ୍ର ହୋଇ ପାରିଛି ମାରୱାଡ଼ି ଯୁବା ମଞ୍ଚ ଲୋଇସିଂହା l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like